PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

Tokyo Olympics : ଭାରତକୁ ପ୍ରଥମ ପଦକ, ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ

ଟୋକିଓ: ବିଶ୍ଵ କ୍ରୀଡ଼ା ମହାକୁମ୍ଭ ‘ଅଲିମ୍ପିକ୍ସ’ର ଦ୍ଵିତୀୟ ଦିନରେ ଭାରତକୁ ସଫଳତା। ଭାରତୀୟ ମହିଳା ଭାରଉତ୍ତୋଳନ ଖେଳାଳି ମୀରାବାଈ ଚାନୁ ଜିତିଛନ୍ତି ରୌପ୍ୟ ପଦକ। ମହିଳା ୪୯କିଲୋ ବର୍ଗରେ ସେ ଭାରତ ପାଇଁ ଜିତିଛନ୍ତି ପଦକ। ଏହାପୂର୍ବରୁ ସେ କ୍ଲିନ୍‌ ଆଣ୍ଡ ଜର୍କରେ ୧୧୯ କିଲୋ ଭାର ଉଠାଇ ସେ ବିଶ୍ୱ ରେକର୍ଡ ସ୍ଥାପନ କରିଥିଲେ। ପ୍ରଥମ ଭାରତୀୟ ଖେଳାଳି ଭାବେ ପଦକ ଜିତିଛନ୍ତି ମୀରାବାଈ ଚାନୁ।

ଶନିବାର ମୀରାବାଇ ଚାନୁ ତାଙ୍କର ଦ୍ୱିତୀୟ ପ୍ରୟାସରେ ୧୧୫ କିଲୋଗ୍ରାମ ଉଠାଇବାରେ ସଫଳ ହୋଇଥିଲେ । ତେବେ ସେ ତୃତୀୟ ପ୍ରୟାସରେ ବିଫଳ ହୋଇଥିଲେ । ଫଳରେ ସ୍ୱର୍ଣ୍ଣ ପଦକ ରେସରୁ ସେ ବାଦ ପଡି ଦ୍ୱିତୀୟ ସ୍ଥାନରେ ରହିଥିଲେ ।

ଦେଶକୁ ମୀରାବାଈ ପ୍ରଥମ ପଦକ ଦେବା ପରେ ତାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି, କ୍ରୀଡ଼ା ମନ୍ତ୍ରୀ ଆଦି ତାଙ୍କୁ ଟ୍ଵିଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବନ୍ଧିତ ଖବର