PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଏଥର ଦିଲ୍ଲୀରେ ‘ମୋ ସରକାର’ ପ୍ରଜ୍ଞାପନ ମେଢ

ଭୁବନେଶ୍ୱର ୨୩/୧୨: ଆସନ୍ତା ଜାନୁଆରୀ ୨୬ ଗଣତନ୍ତ୍ର ଦିବସରେ ଓଡ଼ିଶା ସରକାର ପ୍ରଜ୍ଞାପନ ମେଢ଼ ପାଇଁ ‘ ମୋ ସରକାର’ ଡିଜାଇନକୁ ବାଛିଛନ୍ତି । ଏହାଛଡ଼ା ଶ୍ରୀଜଗନ୍ନାଥ ମନ୍ଦିର ବିକାଶ ଓ ଅନ୍ୟ ୧୦ଟି ବିକାଶମୂଳକ ଥିମ୍‌କୁ ନେଇ ସରକାର ପ୍ରଜ୍ଞାପନ ମେଢ଼ ଡିଜାଇନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ଡିଜାଇନ କେନ୍ଦ୍ର ନିକଟରେ ଦାଖଲ କରାଯିବ । କେନ୍ଦ୍ରର ଅନୁମୋଦନ ପରେ ଚୂଡ଼ାନ୍ତ ଡିଜାଇନକୁ ସ୍ଥାନ ମିଳିବ ।

ଉଲ୍ଲେଖଯୋଗ୍ୟ, କ୍ରମାଗତ ୫ମ ପାଳିରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଗତ ଗାନ୍ଧି ଜୟନ୍ତୀରୁ ରାଜ୍ୟରେ ଆରମ୍ଭ ହୋଇଛି ‘ମୋ ସରକାର’ । ଏ କାର୍ଯ୍ୟକ୍ରମରେ ସରକାର ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଯୋଗାଇବାକୁ ସଂକଳ୍ପବଦ୍ଧ ହୋଇଛନ୍ତି । ଏ କାର୍ଯ୍ୟକ୍ରମକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଉଥିଲା ବେଳେ ଏହାର ଥିମ୍‌କୁ ନେଇ ପ୍ରଜ୍ଞାପନ ମେଢ଼ ଡିଜାଇନକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ।

ସମ୍ବନ୍ଧିତ ଖବର