PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ଭାରତୀୟ ମହିଳା ହକି ଟିମ୍‌ ଜର୍ମାନୀ ଠାରୁ ୨-୦ରେ ହାରିଲା
  • ||
  • ଆନନ୍ଦପୁର : ଗାଧୋଇବା ବେଳେ ଅଘଟଣ, କେନାଲରେ ବୁଡ଼ି ଯୁବକ ମୃତ
  • ||
  • ଭୁବନେଶ୍ଵର : ରାଜଧାନୀରେ ପୁଣି ଆତଙ୍କରାଜ, ୨ ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
  • ||
  • ନୂଆଦିଲ୍ଲୀ: ମୀରାବାଈ ଚାନୁଙ୍କୁ ମିଳିପାରେ ସ୍ବର୍ଣ୍ଣ ପଦକ, ଝିହୁଇ ହୋଙ୍କର ହେବ ଆଣ୍ଟି ଡୋପିଂ ଟେଷ୍ଟ
  • ||
  • କୋରାପୁଟ: ଭ୍ୟାନରୁ ୧.୮ଲକ୍ଷ ଟଙ୍କା ସହ କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ଜୟପୁର ସଦର ପୋଲିସ, ଜଣେ ଗିରଫ
  • ||
  • ସମ୍ବଲପୁର: ବଲାଙ୍ଗୀର ଏନ୍‌ଏଚ୍‌ ଲୁଟ ଘଟଣା, ୬ କୁଖ୍ୟାତ୍ ଟ୍ରକ୍ ଲୁଟେରାଙ୍କୁ ଗିରଫ କଲା ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ
  • ||
  • ସମ୍ବଲପୁର: ପୁଣି ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ ଗେଟ୍‌, ମୋଟ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବେଙ୍ଗାଲୁରୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ୟେଦିୟୁରପ୍ପା
  • ||
  • ଭୁବନେଶ୍ୱର : ତୃତୀୟ ଲହରୀ ଆସିବାର ଏପର୍ଯ୍ୟନ୍ତ କୌଣସି ଲକ୍ଷଣ ନାହିଁ, ସ୍ଥିତି ଦେଖି ଅନ୍‌ଲକ୍‌ ନିଷ୍ପତ୍ତି : ଡିଏମ୍‌ଇଟି
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର ସଦନରେ ଅଗ୍ନିକାଣ୍ଡ, ନିଆଁଲିଭା କାର୍ଯ୍ୟରେ ୪ଟି ଦମକଳ ଗାଡ଼ ନିୟୋଜିତ
  • ||
  • ସାଲେପୁର: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ସ୍ଵାମୀ-ସ୍ତ୍ରୀ ଗୁରୁତର
  • ||
  • ଭୁବନେଶ୍ୱର: ଓଡ଼ିଶାରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କରୋନା ପଜିଟିଭ ଚିହ୍ନଟ
  • ||
  • ଭୁବନେଶ୍ୱର: ଖୋଲିଲା ସ୍କୁଲ, ପାଠପଢ଼ା ଆରମ୍ଭ କଲେ ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀ
  • ||
  • ଭୋଗରାଇ : ନଦୀ ଘାଟକୁ ପାଣି ଆଣିବାକୁ ଯାଇ ଭାସିଗଲା ନାବାଳକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • କାର୍ଗିଲ ବିଜୟ ଦିବସ : ପାକିସ୍ତାନକୁ ଧୂଳି ଚଟାଇ କାର୍ଗିଲ ଶିଖରରେ ତ୍ରିରଙ୍ଗା ଉଡ଼ାଇଥିଲେ ଭାରତର ବୀର ଯବାନ
  • ||
  • ଭୁବନେଶ୍ୱର : ଆଜି ବାଲେଶ୍ୱରକୁ ଛାଡ଼ି ସବୁଠି ଟିକାକରଣ, ରାଜ୍ୟର ୧୩୦୨ କେନ୍ଦ୍ରରେ ଦିଆଯିବ ଟିକା
  • ||
  • ଆଠଗଡ଼ : ଶ୍ରାବଣ ମାସର ପ୍ରଥମ ସୋମବାର, ଭକ୍ତଶୂନ୍ୟ ବାବା ଧବଳେଶ୍ଵରଙ୍କ ପୀଠ
  • ||
  • ଅନଗୁଳ : ବିଳମ୍ବିତ ରାତିରେ ଘର ପୋଡ଼ିଦେଲେ ଦୁର୍ବୃତ୍ତ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୬୩୭ ଜଣ କରୋନା ପଜିଟିଭ୍
  • ||

ଦକ୍ଷିଣ କୋରିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ,୨୧।୨: ଦୁଇ ଦିନିଆ ଗସ୍ତରେ ବାହାରି ଗୁରୁବାର ପ୍ରତ୍ୟୁଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ପହଞ୍ଚିଛନ୍ତି। ସୁଦୂର ପ୍ରାଚ୍ୟ ଦେଶକୁ ପ୍ରଧାନମନ୍ତ୍ରୀ ଯାଇଥିବା ଦୁଇ ଦିନିଆ ଗସ୍ତରେ ଉଭୟ ଦେଶ ବିଭିନ୍ନ କ୍ଷେତ୍ରରେ ସହଯୋଗ ସଂକ୍ରାନ୍ତରେ ଆଲୋଚନା କରିବେ।

ବୈଦେଶିକ ମନ୍ତ୍ରାଳୟ ମୁଖପାତ୍ର ରବୀଶ କୁମାର କହିଛନ୍ତି, ଏହି ଗସ୍ତ ଦକ୍ଷିଣ କୋରିଆ ଓ ଭାରତର ସ୍ୱତନ୍ତ୍ର ସମରସଜ୍ଜା ସହଭାଗିତା ମଜଭୁତ କରିବ ଓ ଲୁକ୍‌ ଇଷ୍ଟ୍‍ ପଲିସିର ଦକ୍ଷତା ବଢ଼ାଇବ।

ଗସ୍ତ ପୂର୍ବରୁ ଭାରତର ‘ମେକ୍‌ ଇନ୍‌ ଇଣ୍ଡିଆ’ ଭଳି ଉପକ୍ରମରେ ଦକ୍ଷିଣ କୋରିଆ ପ୍ରମୁଖ ଅଂଶୀଦାର ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଉଭୟ ଗଣତାନ୍ତ୍ରିକ ଦେଶ ହୋଇଥିବାରୁ ଆଞ୍ଚଳିକ ଓ ବିଶ୍ୱ ଶାନ୍ତି କ୍ଷେତ୍ରରେ ଦୁଇ ଦେଶ ମୂଲ୍ୟବୋଧ ଓ ଦୃଷ୍ଟିଭଙ୍ଗି ଆଦାନପ୍ରଦାନ କରିବେ।

ଦକ୍ଷିଣ କୋରିଆର ରାଷ୍ଟ୍ରପତି ମୁନ୍‌ ଜେ-ଇନ୍‌ଙ୍କ ଆମନ୍ତ୍ରଣ କ୍ରମେ ମୋଦି ବୁଧବାର ଦିନ ଦକ୍ଷିଣ କୋରିଆ ଅଭିମୁଖେ ଯାଇଥିଲେ।ଗସ୍ତକାଳୀନ ବିବୃତିରେ ସେ କହିଥିଲେ, ଆମ ସମ୍ପର୍କରେ ସମୃକ୍ତ କରିଥିବା ଗୁରୁତ୍ବକୁ ତାଙ୍କ ଗସ୍ତ ପ୍ରତିଫଳିତ କରୁଛି।