ଆଉ ୪ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୮୭କୁ ବୃଦ୍ଧି

ଭୁବନେଶ୍ୱର ୨୩/୪: ଆଉ ୪ ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ ପୁଣି ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି ପାଇଛି । ୪ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ଜଣା ପଡିଛି । ଏହା ପରେ କେବଳ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହୋଇଛି । ଯଦି ଆକ୍ଟିଭ୍ କେସ୍ କଥା କହିବା ତେବେ ରାଜ୍ୟରେ ବର୍ତ୍ତମାନ ୫୩ ଆକ୍ଟିଭ୍ କେସ୍ ରହିଛି । ଯଦି ସୁସ୍ଥଙ୍କ ତାଲିକା କଥା କହିବା ତେବେ ମୋଟ ୩୩ ଜଣ ସୁସ୍ଥ ହୋଇଛନ୍ତି ।

ସମସ୍ତ ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍ ରହିଛି । ୪ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି । ୭୦, ୮୦ ଓ ୪୮ ବର୍ଷୀୟ ମହିଳା ଓ ପୁରୁଷଙ୍କ ବୟସ ୨୧ ବର୍ଷ ବୋଲି ଜଣାପଡିଛି ।

   ସମ୍ବନ୍ଧିତ ଖବର


ଆମେରିକାରେ ‘ଭଣ୍ଡଗୁରୁ’: ଯୁବତୀଙ୍କୁ ପ୍ରଭାବିତ କରି କରୁଥିଲେ ଯୌନଦାସି, ୧୨୦ ବର୍ଷ ଜେଲ ନିର୍ଦ୍ଦେଶ ଦେଲେ ଅଦାଲତ

ଆଇଆରବି ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ, ଚାଲିଛି ତଦନ୍ତ

ଗାନ୍ଧିଙ୍କ ମାଟିରେ ମଦ ଢାଳି ଭୂମି ପୂଜନ କଲେ ନେତା, ପରେ ପ୍ରସାଦ କରି ବାଣ୍ଟିଲେ…

ବାଲେଶ୍ୱର ସଦର ଉପନିର୍ବାଚନ: ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁଆଲ ରାଲି ଆଜି

ଗୁପ୍‌ଚୁପ୍‌ ଖୁଆଇବା ବାହାନାରେ ଦିବ୍ୟାଙ୍ଗ ଯୁବତୀକୁ ଘରୁ ଡାକି ନେଇ ଦୁଷ୍କର୍ମ, ମାମଲା ରୁଜୁ ପରେ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

କୂଅରୁ ମା’, ପୁଅଙ୍କ ମୃତଦେହ ଉଦ୍ଧାର