PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଆଠଗଡ: ବଣଭୋଜି ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଆଠଗଡ ୧୯/୧୨: ବଣଭୋଜି ଖାଇ ଛାତ୍ରଛାତ୍ରୀଙ୍କ ସହ ଶିକ୍ଷୟତ୍ରୀ ଅସୁସ୍ଥ । ସମସ୍ତ ଛାତ୍ରଛାତ୍ରୀ କଟକ ଜିଲ୍ଲା ଆଠଗଡ ବ୍ଲକ ଅନ୍ତର୍ଗତ ଖୁଣ୍ଟୁଣୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର । ବଣଭୋଜି ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ସହ ଗୁରୁମା ଅସୁସ୍ଥ ହୋଇ ମାଧପୁର ମେଡିକାଲ ଓ ଆଠଗଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

ଗତକାଲି ବଣଭୋଜି କରିବାକୁ ଯାଇଥିଲେ ୧୪୫ ଜଣ ଛାତ୍ରଛାତ୍ରୀ ଏବଂ ଜଣେ ଗୁରୁମା ।  ତେବେ ସେଠାରେ ବିଶାକ୍ତ ଖାଦ୍ୟ ଖାଇଥିବାରୁ ସେମାନଙ୍କର ଏପରି ଅବସ୍ଥା ହୋଇଛି ବୋଲି ଡାକ୍ତର କହିଛନ୍ତି । ଖୁଣ୍ଟୁଣିର ଆଖପାଖ ଅଞ୍ଚଳର ଆହୁରି ୭୦ରୁ ଅଧିକ ପିଲା ଗୁରୁତର ହେବାରୁ ସେମାନଙ୍କୁ ଖୁଣ୍ଟୁଣି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏହି ପିଲାମାନଙ୍କୁ ପ୍ରଥମେ ପ୍ରାଥମିକ ଚିକିତ୍ସା ପରେ ଘରକୁ ନିଆଯାଇଥିବା ବେଳେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ପୁଣି ଖୁଣ୍ଟୁଣି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।