PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, କଲେଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର : ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Representative image

ଅନୁଗୁଳ/ବଅଁରପାଳ ୨୪।୭: ବଅଁରପାଳ ଥାନାର ମହୀଧରପୁର ଫାଣ୍ଡି ଇଲାକା ଗିରିଧିବାସିଆ ଗାଁ ପାଖ ନାଳ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ କଲେଜ୍ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀ ଜଣକ ନିକଟସ୍ଥ ଗ୍ରାମର ବାସିନ୍ଦା ହୋଇଥଲା ବେଳେ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରୀ ବୋଲି ଜଣା ପଡିଛି। ସେ ଘରୁ ସକାଳ ୯ଟା ବେଳେ ପାଖ ନାଳକୁ ଗାଧୋଇବାକୁ ଯାଇ ଫେରିନଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ।

ତାଙ୍କର ମୃତଦେହ ଠାବ କରିବା ପରେ ଘଟଣା ସଂପର୍କରେ ପୁଲିସକୁ ଜଣାଇଥିଲେ।ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛି ।ପ୍ରାଥମିକ ତଦନ୍ତରୁ କେହି ତାଙ୍କୁ ବଳାତ୍କାର କରିବା ପରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକଙ୍କ ବାପା ପୁଲିସରେ ଅଭିଯୋଗ କରିବା ପରେ ତଦନ୍ତ ତ୍ୱରାନ୍ୱିତ ହୋଇଛି। ଏହି ଘଟଣାରେ ସଂପୃକ୍ତ ସନ୍ଦେହରେ ଜଣକୁ ପୁଲିସ୍ ଅଟକ ରଖିଛି।