PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ନାଳରୁ ଗଳିତ ମୃତଦେହ ଉଦ୍ଧାର


କାମାକ୍ଷାନଗର,୧ ।୬ ନାଳରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳି ପାରି ନାହିଁ । କାମାକ୍ଷାନଗ ମୁକ୍ତାପଶି ନାଳରୁ ମୃତଦେହ ଉଦ୍ଧାର ହୋଇଛି ।
କାମାକ୍ଷାନଗର ମୁକ୍ତାପଶି ନାଳରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଏ ସମ୍ପର୍କରେ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ ।

କାମାକ୍ଷାନଗର ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା । ତେବେ ମୃତଦେହଟି ୩ରୁ ୪ ଦିନ ହେବ ନାଳରେ ପଡିଥିବା ଅନୁମାନ କରାଯାଉଛି । ତେବେ ବ୍ୟକ୍ତିଙ୍କ ପରିଚୟ ମିଳି ପାରି ନାହିଁ । ତେବେ ଯୁବକ ଜଣଙ୍କୁ ହତ୍ୟା କରି ନାଳରେ ପକାଯାଇଥିବା ଅନୁମାନ କରାଯାଉଛି ।