ଅକ୍ଟୋବର ୪ ତାରିଖରେ ଖୋଲିବ ନନ୍ଦନକାନନ

ଭୁବନେଶ୍ବର : ଅକ୍ଟୋବର ୪ ତାରିଖରେ ଖୋଲିବ ନନ୍ଦନକାନନ।  ଏନେଇ ସୂଚନା ଦେଲେ ନନ୍ଦନକାନନ ଉପନିର୍ଦ୍ଦେଶକ । ଏହାର ବଟାନିକାଲ ଗାର୍ଡେନ  ମଧ୍ୟ ୪ରୁ ଖୋଲାଯିବ । କରୋନା ଯୋଗୁଁ ଏହାକୁ ବନ୍ଦ ରଖାଯାଇଥିଲା ।

କରୋନା ଗାଇଡ୍‌ ଲାଇନ୍‌ପାଳନ ପୂର୍ବକ  ଏକକାଳୀନ କେତେ ସଂଖ୍ୟକ ପର୍ଯ୍ୟଟକଙ୍କୁ ଛଡାଯିବ, ତାହାର ତର୍ଜମା କରାଯିବ । ମାସ୍କ ପିନ୍ଧିନଥିଲେ କୌଣସି ପର୍ଯ୍ୟଟକଙ୍କୁ ଭିତରକୁ ଛଡାଯିବ ନାହିଁ ।

 ଉଭୟ ଅନଲାଇନ୍ ଓ ଅଫ୍ ଲାଇନରେ ଟିକେଟ ମିଳିପାରିବ । ଅଫ୍ ଲାଇନରେ ଟିକେଟ ନେବାକୁ ଧାଡି ନୁହେଁ, ଜଣ ଜଣଙ୍କୁ ଦିଆଯିବ । ପର୍ଯ୍ୟଟକ ମାନଙ୍କର ଥର୍ମାଲ ସ୍କାନିଂ ହେବ ।

   ସମ୍ବନ୍ଧିତ ଖବର


ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ମନ୍ଦିର ଖୋଲିବାକୁ ନିଆରା ପ୍ରୟାସ: ଆଇସ୍‌କ୍ରିମ୍‌ କାଠିରେ ଦୁର୍ଗାମୁଖା, ଦିଆସିଲି କାଠିରେ ଶ୍ରୀଜଗନ୍ନାଥ ତିଆରି କଲେ ଦୁଇ ଛାତ୍ର

ଗୌରବ ଆଣିଲେ କନ୍ଧମାଳର ସନ୍ଧ୍ୟାରାଣୀ: ଛୁଞ୍ଚି ମୁନରେ ୬୬, ୧୫୮ କାରୁକାର୍ଯ୍ୟ କରି ଗିନିଜ୍ ବୁକରେ କଲେ ରେକର୍ଡ

ବିବାଦରେ ଥାନା ଅଧିକାରୀ, ଦୁର୍ଗାପୂଜା ଶୁଭେଚ୍ଛା ବିଜ୍ଞାପନରେ ରଖିଥିଲେ ଦଳୀୟ ଚିହ୍ନ ଓ ନେତାଙ୍କ ଫଟୋ….

ବରମୁଣ୍ଡା ଓଭରବ୍ରିଜ ତଳୁ ମୃତଦେହ ଉଦ୍ଧାର