PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

ଅଡୁଆରେ ଅଭିନେତ୍ରୀ : ଡ୍ରଗ୍ସ କେସ୍‌ରେ ଅନନ୍ୟାଙ୍କ ନାଁ ଯୋଡ଼ି ହେବା ପରେ ହାତରୁ ଚାଲିଗଲା ବଡ଼ ପ୍ରୋଜେକ୍ଟ

ମୁମ୍ବାଇ ୨୩।୧୦: କ୍ରୁଜ୍ ଡ୍ରଗ୍ କେସରେ ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ନାମ ପଦାକୁ ଆସିବା ପରେ ତାଙ୍କ ଅସୁବିଧା କମିବାରେ ନାମ ନେଉନାହିଁ। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ଟିମ୍ ତାଙ୍କୁ ଦୁଇଥର ପଚରାଉଚରା କରିଛନ୍ତି ଏବଂ ତାଙ୍କୁ ସୋମବାର ମଧ୍ୟ ଏନସିବି ସମ୍ମୁଖରେ ହାଜର ହେବାକୁ କୁହାଯାଇଛି। ଏହି ମାମଲାର ପ୍ରଭାବ ବର୍ତ୍ତମାନ ତାଙ୍କ କ୍ୟାରିୟର ଉପରେ ପଡ଼ିଛି। ଡ୍ରଗ୍ ମାମଲାରେ ନାଁ ଆସିବା ପରେ ଅନନ୍ୟାଙ୍କୁ ସାଉଥ ସୁପରଷ୍ଟାର ଥାଲାପତି ବିଜୟଙ୍କ ଫିଲ୍ମରୁ ବାହାର କରି ଦିଆଯାଇଥିବା ଜଣାଯାଇଛି।

ବିଜୟ ଥାଲାପତି ଦକ୍ଷିଣ ଚଳଚ୍ଚିତ୍ରର ସୁପରଷ୍ଟାର । ଖୁବ୍ ଶୀଘ୍ର ତାଙ୍କୁ ଥାଲାପତି ୬୬ ଫିଲ୍ମରେ ଦେଖିବାକୁ ମିଳିବ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ବାମଶୀ ପେଡିପଲି, ଏହି ଫିଲ୍ମର ସୁଟିଂ ଆସନ୍ତା ବର୍ଷ ଆରମ୍ଭ ହେବ। ଏହି ଚଳଚ୍ଚିତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ଅନନ୍ୟା ପାଣ୍ଡେଙ୍କୁ ମନୋନୀତ କରାଯାଇଥିଲା । ଯାହା ପରେ ହିନ୍ଦୀରେ ମଧ୍ୟ ଡବିଂ କରାଯାଉଥିଲା । କିନ୍ତୁ ଏହି ଖବର ସାମ୍ନାକୁ ଆସିଛି ଯେ ଅନନ୍ୟାଙ୍କୁ ଥାଲାପତି ୬୬ ଫିଲ୍ମରୁ ବାହାର କରିଦିଆଯାଇଛି।

 ଆର୍ଯ୍ୟନ ଖାନଙ୍କ ହ୍ବାଟସ୍ ଆପ୍ ଚାଟ୍ ରେ ଅନନ୍ୟାଙ୍କ ନାମ ସାମ୍ନାକୁ ଆସିଥିଲା, ଯାହା ପରେ ଗୁରୁବାର ଏନସିବି ଟିମ୍ ତାଙ୍କ ଘରେ ପହଞ୍ଚିଥିଲେ। ଗୁରୁବାର ଏବଂ ଶୁକ୍ରବାର ଦିନ ଏନସିବି ଅନନ୍ୟାଙ୍କୁ ପ୍ରଶ୍ନ କରିଛନ୍ତି। ଚାଟ୍‌ରେ ଅନନ୍ୟା ଗଞ୍ଜେଇ ସମ୍ପର୍କରେ ଆର୍ଯ୍ୟନ୍‌ଙ୍କ କଥା ହୋଇଥିବା ଅଭିଯୋଗ ହୋଇଛି।