PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପେଟରେ ଛୁରୀ ଭୁଷି ଦେଲା ପଡ଼ୋଶୀ, ଅଭିଯୁକ୍ତ ଫେରାର୍‌

ବାଲିପାଟଣା ୪।୮ : ପୂର୍ବ ଶତୃତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ପେଟରେ ଛୁରୀ ଭୁଷି ଦେଲା ପଡୋଶୀ । ଘଟଣା ଘଟିଛି ବାଲିପାଟଣା ଥାନା ନରିଶୋ ଗ୍ରାମ ପଞ୍ଚାୟତ କଣ୍ଟାପଡ଼ା ଗ୍ରାମରେ । ସୋମବାର ରାତ୍ରି ପ୍ରାୟ ୮ଟା ସମୟରେ କଣ୍ଟାପଡା ଗ୍ରାମର ନୃସିଂହ ସେନାପତି ଏବଂ ସୁକାନ୍ତ ଦାସଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ନୃସିଂହ ଉତକ୍ଷିପ୍ତ ହୋଇ ସୁକାନ୍ତଙ୍କ ପେଟରେ ୫ ରୁ ୬ ଥର ଛୁରୀ ଭୁଷି ଦେଲା ।

ଘଟଣା ସ୍ଥଳରେ ପ୍ରବଳ ରକ୍ତସ୍ରାବ ସହ ଗୁରୁତର ହୋଇପଡିଥିଲେ ସୁକାନ୍ତ । ଗ୍ରାମବାସୀ ତାଙ୍କୁ ନିଆଳି ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡମେଡିକାଲ୍‌ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ତଦନ୍ତ କରିଛି ବାଲିପାଟଣା ପୋଲିସ୍‌ । ଅଭିଯୁକ୍ତ ନୃସିଂହ ଫେରାର ହୋଇଯାଇଛି ।