PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ:୧୪ ମୃତ,୧୯ ଆହତ

କାଠମାଣ୍ଡୁ, ୧୫।୧୨: ନେପାଳରେ ଭୟଙ୍କର ସଡକ ଦୁର୍ଘଟଣା। ଏହି ଦୁର୍ଘଟରରେ ୧୪ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୯ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସନ୍ଧୁପାଳ ଛୁକ ନିକଟରେ ଘଟିଛି। ବସଟି ଭାରସାମ୍ୟ  ହରାଇ  ଓଲଟି ପଡିଥିଲା। କୁହାଯାଉଛି ଯେ, ବସରେ ୪୦ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣାରେ ୧୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୧୯ ଜଣ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର ତୁରନ୍ତ ପରେ ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।

ପୋଲିସର ସୂଚନା ଅନୁସାରେ, ସୁନକୋସି ଗ୍ରାମୀଣ ନଗରପାଳିକା ପାଖରେ ସଡକ ପାଖରେ ବସ୍ ୧୦୦ ମିଟର ତଳେ ଥିବା ଆଉ ଏକ ରାସ୍ତା ଉପରେ ଓଲଟି ପଡିଥିଲା। ଏହି ବସ୍ ପ୍ରସିଦ୍ଧ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳ ଦୋଖଲାର କାଲୀନ ଚୌକରୁ କାଠମାଣ୍ଡୁ ଯାଉଥିଲା।