ନଦୀ ଭିତରକୁ ଖସିଲା ଯାତ୍ରିବାହୀ ବସ୍, ୮ ମୃତ

କାଣ୍ଠମାଣ୍ଡୁ,୩।୧୧: ନେପାଳରେ ରବିବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି, ଯେଉଁଥିରେ ଏକ ଯାତ୍ରୀବାହୀ ବସ୍ ନଦୀ ଭିତରେ ଖସି ପଡିଛି। ଏହି ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାର ସୂଚନା ମିଳିବା ପରେ ଉଦ୍ଧାରକାରୀ ଦଳ ସେଠାରେ ପହଁଞ୍ଚିଥିଲେ ଓ ଉଦ୍ଧାର ଆରମ୍ଭ କରିଥିଲେ। ଏହି ଘଟଣା ସେତେବେଳେ ଘଟିଥିଲା ଯେବେ ବସଟି ଡୋକଲହା ମେଗା ଦେଉରାଲିରୁ କାଠମାଣ୍ଡୁ ଯାଉଥିଲା, ରାସ୍ତାରେ ବସ୍ ଅନିୟନ୍ତ୍ରିତ ହୋଇ ନଦୀରେ ଖସି ପଡିଥିଲା। ଏହି ଘଟଣାରେ ୮ ଜଣ ଲୋକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ସେଭଳି ଅନେକ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି।

   ସମ୍ବନ୍ଧିତ ଖବର


ଗଲୱାନର ବୀର ସହିଦଙ୍କ କାହାଣୀ – ଏକାକୀ ୧୨ ଚୀନ୍‌ ସୈନିକଙ୍କୁ ମାରିଥିଲେ

ଚୀନ୍‌କୁ ଜବାବ ଦେବାପାଇଁ ପ୍ରସ୍ତୁତି- ଲଦାଖରେ ମୁତୟନ ହେଲେ ସର୍ଜିକାଲ୍‌ ଷ୍ଟ୍ରାଇକିଂ ଫୋର୍ସ

ଏହି ସ୍ଥାନମାନଙ୍କରେ ଖୋଲିଲା ରେଡ୍‌ଲାଇଟ୍‌ ଏରିଆ- କିସ୍‌ କରିବା ଓ ଜୋରରେ ଶ୍ୱାସକ୍ରିୟା ମନା

ଭାରତରେ ଆଇଆଇଟି ଛାତ୍ର ଓ ପ୍ରଫେସର ତିଆରି କଲେ କରୋନା ବିନାଶକ ଡିଓଡ୍ରେଣ୍ଟ – ବାସ୍ନା ସହ ଭୁତାଣୁ ମାରିବ

୭ ସେପ୍ଟେମ୍ବର ପର୍ଯ୍ୟନ୍ତ ବନ୍ଦ ରହିବ ଗୁଗଲ ଅଫିସ୍

ଦେଶରେ ୬ ଜୁଲାଇରୁ ଖୋଲିବ ସମସ୍ତ ସ୍ମାରକୀ, ସଂସ୍କୃତି ମନ୍ତ୍ରୀଙ୍କ ଘୋଷଣା