ଅଲୋଡା ଶିଶୁକନ୍ୟା! ରାସ୍ତା କଡ଼ରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଲମତାପୁଟ ୪।୯: ପୁଣି ଅଲୋଡା ହେଲା ଶିଶୁକନ୍ୟା । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍ ତୁଷୁବା ଛକରେ ପଡିରହିଛି ନବଜାତ ଶିଶୁର ମୃତଦେହ । ଶିଶୁଟିକୁ କିଏ ଏବଂ କେଉଁ ପରିସ୍ଥିତିରେ ଏଠାରେ ଫିଙ୍ଗିଛି ତାହା ସ୍ପଷ୍ଟ ଜଣାପଡିନାହିଁ ।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୂର୍ବରୁ ଏହି ଅଂଚଳରେ ଏଭଳି ଘଟଣା କେବେ ଦେଖିବାକୁ ମିଳିନଥିଲା । ଫଳରେ ଏ ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଏକ ପ୍ରକାର ଆଲୋଡନ ସୃଷ୍ଟି ହୋଇଛି ।

   ସମ୍ବନ୍ଧିତ ଖବର


ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍‌

ଘରେ ରହି ମା’ଙ୍କ ପୂଜା କରିବାକୁ ରାଜ୍ୟବାସୀଙ୍କୁ ଅପିଲ କଲେ ମୁଖ୍ୟମନ୍ତ୍ରୀ,କହିଲେ ପରିବାର ସହ ପାଳନ କରନ୍ତୁ ପୂଜା…

ସ୍ବାମୀର ଆକ୍ରମଣରେ ସ୍ତ୍ରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଓଲଟି ପଡ଼ିଲା ୧୪ ଚକିଆ ଟ୍ରକ୍, ଦୁଇ ବାଇକ୍‌ ଆରୋହୀ ଗୁରୁତର

ଆଜିଠୁ ଉପକୂଳରେ ଛେଚିବ ବର୍ଷା, ସତର୍କ କଲା ପାଣିପାଗ ବିଭାଗ…

ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା, ୨ ଜଣଙ୍କୁ ମାଡ ମାରିଲେ ମାଓବାଦୀ…