PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଝାରସୁଗୁଡା: ୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ୧୧/୮: ଆଜି ଝାରସୁଗୁଡା ଜିଲ୍ଲାରେ କରୋନା ଗ୍ରାଫ ଉପରମୁହାଁ ହୋଇଛି । ଝାରସୁଗୁଡା ଥାନାରେ ପଶିଲା କରୋନା । ଜିଲ୍ଲାରେ ସର୍ବାଧିକ ଗୋଟିଏ ଦିନରେ ୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ  ହୋଟେଲ ଏବଂ କ୍ବାରେଣ୍ଟାଇନ ସେଣ୍ଟରରୁ ୩୦ଜଣ, ବିଭିନ୍ନ କଣ୍ଟେନମେଣ୍ଟ ଜୋନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୨୯ ଜଣ ଚିହ୍ନଟ ହୋଇଛନ୍ତି । ୨ଜଣ ପୁନର୍ବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଝାରସୁଗୁଡା ଥାନା ପିସିଆର ଗାଡିର ଡ୍ରାଇଭର ଥିବାରୁ ପୋଲିସ ପାଇଁ ଚିନ୍ତା ବଢିଛି । ଏହି ଡ୍ରାଇଭର ସଂସ୍ପର୍ଶରେ ପ୍ରାଥମିକ କଣ୍ଟାକ୍ଟ ଟ୍ରେସିଂ ଅନୁସାରେ ୨୨ଜଣ ପୋଲିସ କର୍ମଚାରୀ ଓ ଅଧିକାରୀ ରହିଥିବାରୁ ସେମାନଙ୍କୁ କ୍ବାରେଣ୍ଟାଇନରେ ଯିବାକୁ ନିର୍ଦ୍ଦେଶ ଦିଆଯାଇପାରେ।