ଅଗଷ୍ଟ ୩୧ ପର୍ଯ୍ୟନ୍ତ ସ୍କୁଲ, କଲେଜ ମନା: ଏଣିକି ରାତି ୯ରୁ ସକାଳ ୫ କର୍ଫ୍ୟୁ, ଶନି-ରବି ବନ୍ଦ

ଭୁବନେଶ୍ୱର ୩୦/୬: ଅଗଷ୍ଟ ୩୧ ଯାଏ ସ୍କୁଲ୍, କଲେଜ ବନ୍ଦ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ବଳବତ୍ତର ରହିବ । ପୂର୍ବରୁ ଏହା ସନ୍ଧ୍ୟା ୭ଟାରୁ ସକାଳ ୫ଟା ଯାଏଁ ଥିଲା । ଅନ୍ୟପଟେ ଜୁଲାଇ ୩୧ ଯାଏ ଜିମ୍, ସୁଇମିଂ ପୁଲ୍ ଆଦି ବନ୍ଦ ରହିବ ।

ଏହା ସହ ୧୦ଟି ଜିଲ୍ଲାରେ ଜାରି ରହିବ ୨ ଦିନିଆ ସଟଡାଉନ୍ । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ମୟୁରଭଞ୍ଜ, ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାରେ ୨ ଦିନିଆ ସଟଡାଉନ୍ ରହିବ । ଜୁଲାଇ ୩୧ ଯାଏଁ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିବ ।

   ସମ୍ବନ୍ଧିତ ଖବର


ସାଲେପୁର ବିଧାୟକଙ୍କୁ କରୋନା ସୂଚନା- ଚିକିତ୍ସା ପାଇଁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି

କରୋନା ଭାକସିନ୍‌କୁ ନେଇ ସସପେନସ୍‌ ଜାରି- ଆସନ୍ତା ବର୍ଷ ଆସିପାରେ ବୋଲି କହିଲେ ILS ର ନିର୍ଦ୍ଦେଶକ ଅଜୟ ପରିଡା

ସିଲ୍‌ ହେଲା ଭୁବନେଶ୍ୱର ଆର୍‌ଟିଓ ଅଫିସ୍‌- ଆଇସିଆସିଆଇ ବ୍ୟାଙ୍କ ମୁଖ୍ୟ ଶାଖା ସିଲ୍‌

ଭୁବନେଶ୍ୱର ଆରଟିଓ ଅଫିସରୁ ୩ କରୋନା ପଜିଟିଭ୍ ଚିହ୍ନଟ

ବାହା ଚିତା ଲିଭିନି ଜଳିଲା ଜୁଇ- ନବ ବିବାହିତାଙ୍କୁ ହତ୍ୟା ଅଭିଯୋଗ

ମହିଳା ସହକର୍ମୀଙ୍କୁ ଡାଇରେକ୍ଟରଙ୍କ ଯୌନ ନିର୍ଯାତନା ମାମଲାରେ ପାଲଟା ଅଭିଯୋଗ ଆଣିଲେ ଖୋଦ୍‌ ଡାଇରେକ୍ଟର