PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

‘ନୀଳାଦ୍ରି ବିଜେ’ ଅବସରରେ ନ୍ୟୁଜ୍ ୭ ପ୍ରସ୍ତୁତ କଲା ଆଉ ଦୁଇଟି ଓଡିଆ ଭଜନ, ‘ବଡ଼ଦାଣ୍ଡ କାନ୍ଦେ କଇଁକଇଁ’ ଓ ‘ଏତେ ଅଭିମାନ କିଆଁ’…

ଭୁବନେଶ୍ବର ୨୩।୭: ମହାପ୍ରଭୁଙ୍କ ‘ନୀଳାଦ୍ରି ବିଜେ’ ପରିପ୍ରେକ୍ଷୀରେ ‘ସୁମା ରିୟଲ ମିଡିଆ ପ୍ରାଇଭେଟ ଲିମିଟେଡ’ ଓ ‘ନ୍ୟୁଜ-7’ ପ୍ରସ୍ତୁତ କରିଛି ଆଉ ଦୁଇଟି ଭାବ ଭକ୍ତିପୂର୍ଣ୍ଣ ଓଡ଼ିଆ ଭଜନ । ଗୀତ ଦୁଇଟି ହେଲା-‘ବଡ଼ଦାଣ୍ଡ କାନ୍ଦେ କଇଁକଇଁ’ ଓ ‘ଏତେ ଅଭିମାନ କିଆଁ’ । ଗୀତ ଦୁଇଟିର ଗୀତିକାର ହେଲେ- ବିଜୟ କୁମାର ମହାନ୍ତି । ‘ବଡ଼ଦାଣ୍ଡ କାନ୍ଦେ କଇଁକଇଁ ’ ଗୀତଟି ଗାଇଛନ୍ତି ଓଡ଼ିଶାର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ପିନାକୀ ନାୟକ । ‘ଏତେ ଅଭିମାନ କିଆଁ’ ଗୀତଟି ଗାଇଛନ୍ତି – ମନ୍ମଥ ମିଶ୍ର , କ୍ରୀଷ୍ଣା ମିଶ୍ର ଓ ପିନାକୀ ନାୟକ । ସୁନୀଲ ଦାସଙ୍କ ପ୍ରଯୋଜନାରେ ଏହା ପ୍ରସ୍ତୁତ ହୋଇଛି । ଏହି ଗୀତ ଦୁଇଟି ଦର୍ଶକମାନେ ନ୍ୟୁଜ7ରେ ଦେଖିବାକୁ ପାଇବେ । ଏହା ମଧ୍ୟ ନ୍ୟୁଜ7 ୟୁଟ୍ୟୁବ ଚ୍ୟାନେଲରେ ଦେଖିବାକୁ ମିଳିବ । ଯୁବ ପୀଢିଙ୍କୁ ଭକ୍ତି ଗୀତ ପ୍ରତି ଆକର୍ଷିତ କରିବା ସହ , ଏହା ସବୁ ବର୍ଗର ଶ୍ରୋତା ଓ ଦର୍ଶକଙ୍କ ମନ ଛୁଇଁ ପାରିବ ।

ସମ୍ବନ୍ଧିତ ଖବର