PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ ଜିଲ୍ଲାରେ ୧୯ ତାରିଖରୁ ବନ୍ଦ ରହିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର, ଟ୍ୱିଟ୍‌ କରି ସୂଚନା ଦେଲେ ଜିଲ୍ଲାପାଳ ଜ୍ଞାନ ଦାସ
  • ||
  • କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଗାଇଡ୍ ଲାଇନ୍ ଜାରି କଲେ ଏସ୍ଆରସି- କ୍ୱାରେଣ୍ଟାଇନରେ ରହିବେ କୁମ୍ଭମେଳା ଶ୍ରଦ୍ଧାଳୁ
  • ||
  • ଏସ୍‌ସିବିରୁ ହାଇଦର ଫେରାର ଘଟଣାରେ ୩ଅଭିଯୁକ୍ତ ଗିରଫ , ୨ ଜଣ ଯୁବକ ଓ ଜଣେ ଯୁବତୀ ଗିରଫ
  • ||
  • ୨୦ ଜିଲ୍ଲାର ସହରରେ ଆଜି ୯ଟାରୁ ଆରମ୍ଭ ହେଲା ନାଇଟ୍ କର୍ଫ୍ୟୁ, ସବୁ ସହରରେ ପୁଲିସର କଡ଼ାକଡ଼ି ଯାଞ୍ଚ
  • ||
  • କୋଭିଡ୍ ସ୍ଥିତିର ସମୀକ୍ଷା କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବୈଠକରେ ବରିଷ୍ଠ ଅଧିକାରୀ ଉପସ୍ଥିତ
  • ||
  • ବିଷ ପିଇଥିବା ମହିଳାଙ୍କର ଭଦ୍ରକରୁ କଟକ ଯିବା ବାଟରେ ଭଣ୍ଡାରିପୋଖରୀ ନିକଟରେ ମୃତ୍ୟୁ
  • ||
  • ଆଜି ଭୁବନେଶ୍ୱରରୁ ୪୫୧ କରୋନା ପଜିଟିଭ୍ ଆକ୍ରାନ୍ତ, କ୍ୱାରେନଣ୍ଟାଇନ୍ କଣ୍ଟାକ୍ଟରୁ ୯୧, ଲୋକାଲ୍ କଣ୍ଟାକ୍ଟ ୩୬୦ ଚିହ୍ନଟ
  • ||
  • ବ୍ୟାରେଜ୍‌ ନିର୍ମାଣ ନେଇ ଆନ୍ଧ୍ରକୁ ସହଯୋଗ କରାଯାଉ – ନବୀନଙ୍କୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଚିଠି
  • ||
  • କୋଭିଡ୍‌ ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା , ରାତି ୮ଟାରେ ବୈଠକ ଡାକିଲେ ମୋଦି , ଟିକାକରଣ ନେଇ ମଧ୍ୟ କରିପାରନ୍ତି ସମୀକ୍ଷା , ମନ୍ତ୍ରାଳୟର ବରିଷ୍ଠ ଅଧିକାରୀମାନେ ରହିବେ ଉପସ୍ଥିତ
  • ||
  • ଆସିକାରୁ ପୋଲସରା ଯାଉଥିବା ମିନି ବସ୍ କବିସୂର୍ଯ୍ୟନଗର ଥାନା ନିକଟରେ ଓଲଟି ପ୍ରାୟ ୧୦ ଗୁରୁତର
  • ||
  • ପୁଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ପ୍ରେସ୍‌ମିଟ୍ – ଆଜି ରାତି ୯ଟାରୁ ଟ୍ୱିନ୍‌ ସିଟିରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯିବ , କଟକଣା ପାଳନ କରିବାକୁ ଲୋକଙ୍କ କଲେ ନିବେଦନ
  • ||
  • ଦେଶରେ କୋଭିଡ୍‌ ଟିକାର ଅଭାବ ନାହିଁ – ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ
  • ||
  • ବଲାଙ୍ଗୀର: ଏମିତି ବି ଆସେ ମୃତ୍ୟୁ, ଚା’ ପିଉଥିଲା ବେଳେ ହଠାତ ଟଳି ପଡିଲେ ଯୁବକ
  • ||
  • ନନ୍ଦପୁର: ଗାଁ ବନ୍ଧରେ ବୁଡ଼ି କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଶାଶୁଙ୍କ ଦେହାନ୍ତ
  • ||
  • ପାରଦୀପ: ପାରଦୀପ ମାଛଧରା ବନ୍ଦରରୁ ମାଛ ଧରା ଡଙ୍ଗା ଚୋରି, ଡଙ୍ଗା ଥିଲା ୧୦ ଲକ୍ଷ ଟଙ୍କା
  • ||
  • କଟକ: ନୂଆପାଟଣା ବାଲିଘାଟକୁ ନେଇ ଏନଜିଟିଙ୍କ କଡା ଆଦେଶ, ଯେଉଁ ଏସ୍କାଭେଟରରେ ବାଲି ଖନନ ହୋଇଥିଲା ସେ ସବୁ ମେସିନକୁ ଜବତ କର
  • ||
  • କଟକ: ରେଭେନ୍ସାରେ ପୁଣି ଧାରଣା ଦେଲେ ଛାତ୍ରଛାତ୍ରୀ, ହଷ୍ଟେଲ ବନ୍ଦ ନିଷ୍ପତ୍ତିକୁ ବିରୋଧ
  • ||
  • ରାୟଗଡା: ଗୁମା ଘାଟିରେ ଅଘଟଣ, ମହୁମାଛି ଆକ୍ରମଣରେ ୪ଜଣ ଆହତ
  • ||
  • ଭୁବନେଶ୍ୱର: ବେପାରୀଙ୍କ ଠାରୁ ୧୫ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ୍
  • ||
  • ସୁନ୍ଦରଗଡ଼: ଝାଡ଼ଖଣ୍ଡରୁ ଝିରପାଣି ଦେଇ ଯାଇଥିବା ରାଉରକେଲା ପ୍ରବେଶ ପଥକୁ ସିଲ କଲା ପ୍ରଶାସନ
  • ||

ଚଳିତଥର ଅନଲାଇନ୍‌ରେ ହେବ ନବମ ଓ ଏକାଦଶ ଶ୍ରେଣୀ ପରୀକ୍ଷା

Education World

ଭୁବନେଶ୍ବର, ୨୭/ ୦୨: ମହାମାରୀ କରୋନା କଟକଣା ମଧ୍ୟରେ ଚଳିତ ବର୍ଷ ନବମ ଓ ଏକାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ହେଲେ ଅଫଲାଇନ୍‌ ବଦଳରେ ଚଳିତଥର ଅନ୍‌ଲାଇନ୍‌ରେ ହେବ ବାର୍ଷିକ ପରୀକ୍ଷା। ଏନେଇ ଯୋଜନା କରିଛନ୍ତି ରାଜ୍ୟ ସରକାର।

ଛାତ୍ରଛାତ୍ରୀମାନେ ଯେଉଁ ସ୍କୁଲରେ ପଢୁଥିବେ ସେହି ସ୍କୁଲରେ ହିଁ ପରୀକ୍ଷା କରିବାକୁ ରାଜ୍ୟ ସରକାର କହିଛନ୍ତି। ବର୍ତ୍ତମାନ କରୋନା ସ୍ଥିତିକୁ ଦେଖି ଅନ୍‌ଲାଇନ୍‌ରେ ପରୀକ୍ଷା କରାଇବାକୁ ପରାମର୍ଶ ଦିଆଯାଇଛି। ତେବେ ଏ ନେଇ ଅଭିଭାବକଙ୍କ ସହ ଆଲୋଚନା ମଧ୍ୟ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।