PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଅର୍ଜୁନ ପୁରସ୍କାର ପାଇଁ ୩ ଓଡ଼ିଆଙ୍କ ନାଁ ସୁପାରିଶ

ଭୁବନେଶ୍ୱର – ଚଳିତ ବର୍ଷ  ମୋଟ୍‌ରେ ୨୯ଜଣ ଆଥ୍‌ଲେଟ୍‌ଙ୍କ ନାଁ ସମ୍ମାନଜନକ  ଅର୍ଜୁନ୍‌ ପୁରସ୍କାର ପାଇଁ ନୋମିନେସନ ହୋଇଛି । ସେଥିରେ ରହିଛନ୍ତି ଓଡ଼ିଶାର ୩ ଜଣ ଆଥଲେଟ୍‌ । ସେମାନେ ହେଲେ ଆଥଲେଟ୍‌ ଦୂତୀ ଚାନ୍ଦ , ଭାରତୀୟ ପୁରୁଷ ହକି ଦଳର ବିରେନ୍ଦ୍ର ଲାକ୍ରା ଓ ମହିଳା ହକି ଦଳର ଦୀପ୍‌ ଗ୍ରେସ୍‌ ଏକ୍କା ।

ବର୍ତ୍ତମାନ ଦୂତୀ ଚାନ୍ଦ  ଟୋକିଓ ଅଲିମ୍ପିକ୍ସରେ କ୍ୱାଲିଫାଏ ପାଇଁ  କଠିନ ଅଭ୍ୟାସ ଜାରି ରଖିଛନ୍ତି  ।