PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ସୋସିଆଲ ମିଡିଆରେ ନିଆଁ ଲଗାଇଲା ନୋରା ଫତେହିଙ୍କ ଡ୍ୟାନ୍ସ, ଭିଡିଓ ଭାଇରାଲ

https://www.instagram.com/

ମୁମ୍ବାଇ ୭/୮: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପ୍ରାୟତଃ ନିଜ ଡ୍ୟାନ୍ସ ପାଇଁ ଲୋକଙ୍କ ହୃଦୟ ଜିତିବାରେ ସଫଳ ରୁହନ୍ତି । ଲୋକମାନେ ତାଙ୍କ ଡ୍ୟାନ୍ସର ଦିୱାନା । ତେବେ ନୋରା ଫତେହିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ନୋରା ଫତେହି ନିଜ ମସ୍ତିରେ ଝୁମୁଥିବା ନଜର ଆସୁଛନ୍ତି । ଆସନ୍ତୁ ଦେଖିବା ନୋରାଙ୍କ ଏହି ଭିଡିଓ…

ନୋରା ଫତେହି ସାରା ବିଶ୍ୱରେ ଟପ୍ ୧୦ ସୋସିଆଲ ମିଡିଆ ଇନଫ୍ଲୁଏନ୍ସରଙ୍କ ମଧ୍ୟରୁ ଜଣେ ଏବଂ ତାଙ୍କ ଭିଡିଓ ତାଙ୍କ ଫ୍ୟାନ୍ସଙ୍କୁ ବାନ୍ଧି ରଖିଥାଏ । ତାଙ୍କ ଭିଡିଓ ଟ୍ରେଣ୍ଡିଂରେ ରହିଥାଏ ଏବଂ ଲକ୍ଷ ଲକ୍ଷ ଭ୍ୟୁଜ୍ ମିଳିଥାଏ । ନୋରାଙ୍କୁ ଆଗାମୀ ଫିଲ୍ମ ‘ଭୁଜ, ଦ ପ୍ରାଇଡ୍ ଅଫ୍ ଇଣ୍ଡିଆ’ରେ ଅଜୟ ଦେବଗନଙ୍କ ସହିତ ଦେଖିବାକୁ ମିଳିବ ।

ସମ୍ବନ୍ଧିତ ଖବର