‘ବୁଲବୁଲ୍’ ଆଲର୍ଟ : ଏହି ୪ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର ୮।୧୧: ଭୟଙ୍କର ରୂପ ଧାରଣ କଲାଣି ସାମୁଦ୍ରିକ ବାତ୍ୟା ‘ବୁଲବୁଲ’। ଯଦିଓ ଏହା ଓଡିଶା ଉପକୂଳରେ ଛୁଇଁବ ନାହିଁ ତଥାପି ଏହାର ପ୍ରଭାବ ଓଡ଼ିଶା ଉପକୂଳରେ ପଡ଼ିବ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଆଜି ଏକ  ସାମ୍ବାଦିକ ସମ୍ମିଳନୀ କରିଛନ୍ତି।

ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା ଆଦି ଜିଲ୍ଲାକୁ ସତର୍କତା ସୂଚନା ଦେଇଛି ପାଣିପାଗ ବିଭାଗ। ଏହି ୪ଟି ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ପବନର ବେଗ ଅଧିକ ରହିବା ସହ ପ୍ରବଳ ବର୍ଷା ହେବ। ଆଜି ରାତିରୁ କାଲି ଯାଏଁ ପ୍ରବଳ ବର୍ଷା ହେବ। ସନ୍ଧ୍ୟା ସୁଦ୍ଧା ୬୫ କିଲୋମିଟର ବେଗରେ ପବନ ବହିବ।

   ସମ୍ବନ୍ଧିତ ଖବର


ଏବେ ବି ରହସ୍ୟରେ: ସ୍ୱାମୀ-ସ୍ତ୍ରୀଙ୍କ କଳହରୁ ବଳିପଡିଲା କି ୫ ବର୍ଷର ଶିଶୁ ଜୀବନ?

ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ନିଶାରେ ମା’କୁ ମାଡ଼ ମାରି ପୁଅ ଗିରଫ

ରାଜ୍ୟର ଆଉ ୧୩୦ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି

ପାର୍କରେ ଟିକ୍‌ଟକ୍: ବାଥରୁମ୍‌ରେ ଡ୍ରେସ୍ ଚେଞ୍ଜ କରି କରୁଥିଲେ ଭିଡିଓ ସୁଟ୍, ଉଠାଇ ନେଲା ପୁଲିସ

ବଢ଼ୁଛି ‘ଓୟୋ’ର କାରସାଦି: ରାତିରାତି ବଦଳିଲା ନିୟମ, ଚିନ୍ତାରେ ବିଲ୍ଡିଂ ମାଲିକ ଓ କର୍ମଚାରୀ…