କ୍ୟାବିନେଟ୍ ବୈଠକ ଆରମ୍ଭ: ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ କ୍ୟାବିନେଟର ମୋହର !

ଭୁବନେଶ୍ବର ୨୬।୯: ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ଆରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର ଲାଗିବ ବୋଲି ସୂଚନା ମିଳିଛି । ଅର୍ଥ, ସାଧାରଣ ପ୍ରଶାସନ, ନଗର ଉନ୍ନୟନ, ଆଇନ, ସମବାୟ ଏବଂ ପଞ୍ଚାୟତିରାଜ ଭଳି ବିଭାଗର ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି ।

   ସମ୍ବନ୍ଧିତ ଖବର


ଆଜି ଧରାପୃଷ୍ଠରେ ଅବତରଣ କରିବେ ମା’ ଗଜଲକ୍ଷ୍ମୀ: ସବୁଠି କୋଭିଡ୍‌ ନିୟମ ଅନୁସାରେ ହେବ ପୂଜା, ଦର୍ଶନ କରିବେନି ଭକ୍ତ

ଆଦିତ୍ୟ ଦାଶ ମୃତ୍ୟୁ ମାମଲା : ତଦନ୍ତ ପ୍ରକ୍ରିୟାକୁ ନେଇ ଅସନ୍ତୋଷ, ଆଜି କ୍ରାଇମବ୍ରାଞ୍ଚ କର୍ତ୍ତୃପକ୍ଷଙ୍କୁ ଭେଟିବେ ଆଦିତ୍ୟଙ୍କ ମା’

ପୁଣି କରୋନାରେ ଆଖିବୁଜିଲେ ୧୧ ଜଣ ଆକ୍ରାନ୍ତ: ମୃତ୍ୟୁସଂଖ୍ୟା ୧୩ଶହ ପାର୍

ପାର୍ବଣ ପରେ ବଢ଼ିଲା କରୋନା: ପୁଣି ଚିହ୍ନଟ ହେଲେ ୧୫୪୭ ଜଣ ଆକ୍ରାନ୍ତ, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ଟପିଲା

ପୁଣି ଏକ ସାଙ୍ଘାତିକ ଅଭିଯୋଗ : ଏଥର ୪ ଶ୍ରମିକଙ୍କ ନାଁରେ ଜିଏସ୍‌ଟି ଠକେଇ !

ଏବର୍ଷ ହେବନି ପ୍ରସିଦ୍ଧ ବାଲିଯାତ୍ରା, କୋଭିଡ ସ୍ଥିତିକୁ ନେଇ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି