ଅଗ୍ନିଶମ କର୍ମଚାରୀଙ୍କ ପାଇଁ ନୂଆ ୟୁନିଫର୍ମ ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ବର ୨୩।୯: ଏବେ ଅଗ୍ନିଶମ କର୍ମଚାରୀ ନୂଆ ୟୁନିଫର୍ମରେ ନଜର ଆସିବେ। ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ପାଇଁ ନୂଆ ୟୁନିଫର୍ମ ଲାଗୁ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଗୃହ ବିଭାଗ ପକ୍ଷରୁ ପ୍ରକାଶ ବିଜ୍ଞପ୍ତି ପାଇଛି ।

ବିଜ୍ଞପ୍ତି ଅନୁଯାୟୀ, ଅଗ୍ନିଶମ ବିଭାଗର କର୍ମଚାରୀମାନେ ନିଆଁ ଲିଭାଇବା ପାଇଁ ଡ୍ୟୁଟିରେ ଥିବାବେଳେ ବର୍ତ୍ତମାନର ୟୁନିଫର୍ମ ପିନ୍ଧିବେ । ଅନ୍ୟ ଡ୍ୟୁଟି ବେଳେ ଲାଲ ରଙ୍ଗର ଟ୍ରାକ୍‌ ପ୍ୟାଣ୍ଟ ଓ ହଳଦିଆ ରଙ୍ଗର ଟି-ସାର୍ଟ ପିନ୍ଧିବେ। ସେଥିରେ ଓଡିଶା ଫାୟାର ସର୍ଭିସ୍ ଲେଖା ନୂଆ ୟୁନିଫର୍ମରେ ଫାୟାର ଲେଖା ରହିବ। ଅଗ୍ନିଶମ ବିଭାଗର କର୍ମଚାରୀମାନେ ପ୍ରାକୃତିକ ବିପର୍ଯ୍ୟୟ, ବନ୍ୟା ଓ ବାତ୍ୟା ସମୟରେ ନୂଆ ୟୁନିଫର୍ମ ପିନ୍ଧିବେ।

   ସମ୍ବନ୍ଧିତ ଖବର


ଶ୍ରୀଜିଉଙ୍କ କାର୍ତ୍ତିକ ନୀତି ନିର୍ଘଣ୍ଟ: ଏଥର ଶ୍ରୀମନ୍ଦିରରେ ଛଅଦିନିଆ ପଞ୍ଚୁକ ବ୍ରତ,୨୭ ରେ ନାଗାର୍ଜୁନ ବେଶ

ପୁଣି ସାଙ୍ଘାତିକ ଅଭିଯୋଗ : ଡ୍ରାଇଭରଙ୍କ ନାଁରେ ୨୮ କୋଟିର GST ଠକେଇ ଅଭିଯୋଗ‌ରେ ନୋଟିସ୍‌ ଜାରି

ରାଜ୍ୟରେ ୧୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୯୭ କୁ ବୃଦ୍ଧି

ରାଜ୍ୟରେ ଚିହ୍ନଟ ହେଲେ ୧୬୧୭ ଜଣ କରୋନା ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ଟପିଲା

୧୯୯୯ ମହାବାତ୍ୟା @ ୨୧: ‘ମନେ ପଡିଲେ ଏବେ ବି ଛାତି ଥରି ଉଠେ ପ୍ରଳୟଙ୍କାରୀ ବାତ୍ୟାର ତାଣ୍ଡବ’

ଆଇଆରବି ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ, ଚାଲିଛି ତଦନ୍ତ