PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

୨୨ରେ ହେବାକୁ ଥିବା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର ୧୪/୧୨: ଆସନ୍ତା ୨୨ ତାରିଖରେ ହେବାକୁ ଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନର ପରୀକ୍ଷାକୁ ସ୍ଥଗିତ କରାଯାଇଛି । ଲାଇବ୍ରେରିଆନ୍‌ ଓ ଆସିଷ୍ଟାଣ୍ଟ୍‌ ଲାଇବ୍ରେରିଆନ୍‌ ପାଇଁ ଏହି ପରୀକ୍ଷା ହେବାର ଥିଲା । ସେହିପରି ଆସନ୍ତା ୧୮ ତାରିଖରେ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ ଡିଇଓ ନିଯୁକ୍ତି ପାଇଁ ହେବାକୁ ଥିବା ସାର୍ଟିଫିକେଟ୍‌ ଭେରିଫିକେସନ୍‌ କାର୍ଯ୍ୟକ୍ରମକୁ ମଧ୍ୟ ବାତିଲ କରାଯାଇଛି ବୋଲି ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନଙ୍କ ନିର୍ଦ୍ଦେଶରେ ସଚିବ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ଏହି ପରୀକ୍ଷା ଦେବା ପାଇଁ ମନୋନୀତ ଛାତ୍ରଛାତ୍ରୀମାନେ ଏ ବାବଦରେ ବିସ୍ତୃତ ତଥ୍ୟ ଜାଣିବା ପାଇଁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନଙ୍କ ୱେବସାଇଟ୍‌ www.ossc.gov.in ରେ ଅପଡେଟ୍‌ ପାଇଁ ଯୋଗାଯୋଗ କରିବାକୁ ସଚିବ କହିଛନ୍ତି ।