ପ୍ରଫେସର ଜଗନ୍ନାଥ ଲେଙ୍କା ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଦସ୍ୟ

ଭୁବନେଶ୍ୱର,୨୧/୦୮: ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଅର୍ଥନୀତି ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି । ଏ ସଂପର୍କରେ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

   ସମ୍ବନ୍ଧିତ ଖବର


ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ଟଙ୍କା ବିନିଯୋଗ କଲେ ହୋଇଯିବ ଦୁଇ ଗୁଣ,୫୦ ହଜାର ବଦଳରେ ମିଳିବ ଏକଲକ୍ଷ ଟଙ୍କା

ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ରାଜ୍ୟରେ ଏବେ ବେଆଇନ ଧର୍ମଘଟ କଲେ ଏକ ବର୍ଷ ଜେଲ୍‌ କିମ୍ବା ୫ ହଜାର ଜରିମାନା

ଓଡ଼ିଶାର ଚାଷୀଙ୍କୁ ମୋଦି ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌-ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ତରୁଣ ଗୋଗୋଇଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର,ଗସ୍ତ କାର୍ଯ୍ୟକ୍ରମ ରଦ୍ଦ କରି ଗୌହାଟି ପହଁଞ୍ଚିଲେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ