PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଫୁଲ ତୋଲିବା ବେଳେ ବିଦ୍ୟୁତ ଆଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ


ବ୍ରହ୍ମଗିରି,୩ ।୬ ଫୁଲ ତୋଳୁଥିବା ବେଳେ ବିଦ୍ୟୁତ ତାରରେ ବାଜି ଯାଇଥିଲା ହାତ । ବିଦ୍ୟୁତ ଆଘତରେ ବୃଦ୍ଧଙ୍କ ଜୀବନ ଚାଲି ଯାଇଥିଲା । ବ୍ରହ୍ମଗିିରି ଥାନା ଅନ୍ତର୍ଗତ କାଣ୍ଡଗୋଦା ପଞ୍ଚାୟତ ଜାଡିପୁର ଗ୍ରାମର ଗୁରୁଦେବ ବରାଳ ।

ଗୁରୁବାର ସକାଳୁ ଫୁଲ ତୋଳୁଥିବା ବେଳେ ଗଛରେ ଲାଗିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଗୁରୁଦେବ ଆସିଥିଲେ । ବିଦ୍ୟୁତ ଆଘାତରେ ତାଙ୍କର ଜୀବନ ଚାଲି ଯାଇଥିଲା । ଫୁଲ ଗଛରେ କେହି ବିଦ୍ୟୁତ ତାର ଲଗାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ବିଦ୍ୟୁତ ବିଭାଗ କର୍ମଚାରୀ ପହଞ୍ଚିଛନ୍ତି । ବ୍ରହ୍ମଗିରି ପୋଲିସ ପହଞ୍ଚି ତଦନ୍ତ କରୁଛି ।