ଭୁବନେଶ୍ୱରରେ ସୁସ୍ଥ ହେଲେ ଆଉ ଜଣେ କରୋନା ପଜିଟିଭ୍

ଭୁବନେଶ୍ୱର ୭/୫: ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ପଜିଟିଭ୍ । ଭୁବନେଶ୍ୱରର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ମୋଟ ୬୨ ଜଣ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରର ମୋଟ ୪୭ ଆକ୍ରାନ୍ତଙ୍କ ମଧ୍ୟରୁ ୩୧ ଜଣ ସୁସ୍ଥ ହେଲେଣି ୧୪ଟି ଆକ୍ଟିଭ କେସ ରହିଛି। ଏବଂ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣ କେଉଁ ଅଞ୍ଚଳର କିଛି ସୂଚନା ଦିଆଯାଇ ନାହିଁ।

   ସମ୍ବନ୍ଧିତ ଖବର


ସମ୍‌ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ପ୍ଲାଷ୍ଟିକ୍‌ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

Inoxର ଦମଦାର୍ ଅଫର: ୨୯୯୯ ଟଙ୍କାରେ ବୁକ୍ କରନ୍ତୁ ଥିଏଟର, ପରିବାର କିମ୍ବା ସାଙ୍ଗମାନଙ୍କ ସହ ଦେଖନ୍ତୁ ନିଜ ପସନ୍ଦର ଫିଲ୍ମ

ସ୍ବାମୀକୁ ହତ୍ୟା ପରେ ବି ଫେସବୁକରେ ପୋଷ୍ଟ କରୁଥିଲେ ପତ୍ନୀ, ଜାଣନ୍ତୁ ବରେଲିର ଅଧ୍ୟାପକଙ୍କ ହତ୍ୟା ପଛର କାରଣ

ଭାରତରେ ନିଲାମ ହେଲା ସବୁଠାରୁ ଦାମୀ ଚା’, କେଜିକୁ ରହିଛି ଏତେ ଟଙ୍କା

କେନ୍ଦ୍ର ସରକାରଙ୍କ କଡା ନିୟମ: ବାୟୁ ପ୍ରଦୂଷଣ କଲେ କୋଟିଏ ଟଙ୍କା ଜରିମାନା, ୫ ବର୍ଷ ଜେଲ୍‌ ଦଣ୍ଡ…

ଚଳିତ ବର୍ଷ ପ୍ରବଳ ଶୀତ, ଜାଣନ୍ତୁ ‘ଲା ନିନା’ ଓ ’ଏଲ ନିନୋ’ର କ’ଣ ରହିଛି ପ୍ରଭାବ?