ଯାଜପୁରରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା୧୪୮କୁ ଛୁଇଁଲା

ଭୁବନେଶ୍ବର ୦୧/୫: ରାଜ୍ୟରେ କିଛି ସମୟ ପୂର୍ବରୁ ୫ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ଜଣେ କରୋନା ଆକ୍ରାନ୍ତ‌ ଯାଜପୁର ବେହେରାପାଟଣା ଗାଁ ୩୦ ବର୍ଷିୟ ପୁରୁଷ ଆକ୍ରାନ୍ତ ଚିହ୍ନଟ ଖବର ସାମ୍ନାକୁ ଆସିଛି। ଫଳରେ ଯାଜପୁରରୁ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଛୁଇଁଛି। ଓଡିଶାରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮ ରେ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ବିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

   ସମ୍ବନ୍ଧିତ ଖବର


ଆଇପିଏଲ ବେଟିଂ ଚାଲିଥିବାବେଳେ ପୋଲିସର ଚଢାଉ

ଲାଇନ୍‌ଚ୍ୟୁତ ହେଲା ରେଳ ଇଞ୍ଜିନ-୪୦ ମିଟର୍‌ ଘୁଷୁଡ଼ିଲା, ୪ ଘଣ୍ଟା ନୟାନ୍ତ ବର୍ତ୍ତିଗଲେ ୨ ଡ୍ରାଇଭର୍‌ ଓ ଜଣେ ଗାର୍ଡ

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଫୁଙ୍ଗୁଳା – ମାଳ ମାଳ ପୁଲିସ ଦ୍ୱାର ମୁହଁରେ ଜଗି ବସିଛନ୍ତି, କିନ୍ତୁ ଉଲ୍ଲଙ୍ଘନକାରୀ ସରକାରୀ କଟକଣାକୁ ବେଖାତିର କରି ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି

ବେଆଇନ ଗଛ କାଟୁଥିବାବେଳେ ୩ ଜଣଙ୍କୁ ଗିରଫ କଲା ବନ ବିଭାଗ

ଦେବଗଡ: ଭିଜିଲାନ୍ସ ଜାଲରେ ପୌର କର୍ମଚାରୀ

ପ୍ରେମ କରି ଫସିଗଲେ ବିବାହିତା ମହିଳା, ସୁନା ଟଙ୍କା ଲୁଟି ନେଲା ଲମ୍ପଟ ପ୍ରେମିକ, ଥାନାରେ ଏତଲା