PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ସେଲ୍ଫି ହେଲା କାଳ: ସୁବର୍ଣ୍ଣରେଖା ନଦୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ, ବଞ୍ଚିଗଲେ ବନ୍ଧୁମାନେ…

ଜଳେଶ୍ବର ୨୯/୦୭: ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅନ୍ତର୍ଗତ ଶେଖବାର୍ଡ ନିକଟରେ ଗୁରୁବାର ଦିନ ୧୧ଟା ୪୫ ମିନିଟ ସମୟରେ ଏକ ଯୁବକ ଓ ତାର କେତେ ଜଣ ଘରୋଇ ସମ୍ପର୍କକୀୟ ମାନେ ନଦୀକୁ ଗାଧୋଇବା ପାଇଁ ଆସିଥିଲେ। ଯୁବକ ଜଣକ ନଦୀର ଜଳ ଭିତରେ ପଶି ନିଜ ମୋବାଇଲରେ ସେଲ୍ଫି ନେଉଥିଲେ ଓ ତାର ବନ୍ଧୁ ମାନେ ମଧ୍ୟ ସେଲ୍ଫି ନେଉଥିଲେ। ସେହି ସମୟରେ ଯୁବକ ଜଣକର ଗଭୀର ଜଳ ଭିତରକୁ ଗୋଡ଼ ଖସିଯିବାରୁ ଯୁବକ ଜଣକ ବୁଡି ଯାଇଥିଲେ।

ଅନ୍ୟ ବନ୍ଧୁ ମାନେ ଚିତ୍କାର କରି ନଦୀ ପୀଠକୁ ଉଠି ଆସି ଚିତ୍କାର କରିଥିଲେ। ଘଟଣା ସ୍ଥଳରେ ବହୁତ ଲୋକ ମାନେ ରୁଣ୍ଡ ହୋଇ ଜଳେଶ୍ବର ଦମକଳ ବାହିନୀକୁ ଖବର ଦେବାକ୍ଷଣି ଦମକଳ ବାହିନୀ ଆସି ଜଳ ଭିତରେ ପଶି ଉକ୍ତ ଯୁବକକୁ ଉଦ୍ଧାର କରି ତୁରନ୍ତ ଦମକଳ ବାହିନୀ ମାନେ ଜଳେଶ୍ବର ଜି କେ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଡାକ୍ତର ଦେଖି ଯୁବକ ଜଣକର ମୃତ୍ୟୁ ହୋଇଛି ବୋଲି ଘୋଷଣା କରିଥିଲେ। ଉକ୍ତ ଯୁବକର ପରିଚୟ ପଶ୍ଚିମବଙ୍ଗ ମେଦିନିପୁର ଜିଲ୍ଲା ଖଡ଼ଗପୁର ଥାନା ଗାନ୍ଧିନଗର ଗ୍ରାମର ସେକ ହେପାଜତ ହୁସେନଙ୍କ ପୁତ୍ର ସେକ ସରଫରାଜ ହୁସେନ(୧୮) ବୋଲି ଜଣା ପଡିଛି। ଯୁବକ ଜଣକ ଖଡ଼ଗପୁର ଗତ ଦୁଇ ଦିନ ପୂର୍ବରୁ ତାର ବନ୍ଧୁ ଘର ଜଳେଶ୍ବର ପଥରପୁରା ଗ୍ରାମ କୁଏକ ଉତ୍ସବରେ ଆସି ଥିଲେ।