PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଟ୍ରକ -ବାଇକ ଧକ୍କା: ଜଣେ ମୃତ, ୨ ଗୁରୁତର


ହିଞ୍ଜିଳିକାଟୁ,୩ ।୬ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ରାଳବ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି ।

ରାଲବ ଛକ ନିକଟରେ ଏକ ଟ୍ରକ ଓ ବାଇକ ମଧ୍ୟରେ ଦୁର୍ଘଟଣା ଘଟିଥିଲା । ଏଥିରେ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣକ ପୁରୁଷୋତ୍ତମପୁର ଥାନା ଜାମୁନି ଗ୍ରାମର କୁନା ମୁନି। ସେହିପରି ଗୁରୁତର ୨ ଜଣ ହେଲେ ରଘୁନାଥ ମହାନ୍ତି ଓ ସନ୍ତୋଷ ପାଣିଗ୍ରାହୀ । ଉଭୟଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।