PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଅନଲାଇନ୍ ଇ-ସାର୍ଟିଫିକେଟ୍ ଓ ପାଉତି ସେବା ଉନ୍ମୋଚିତ

ଭୁବନେଶ୍ୱର ୨୮/୧୨: ଉନ୍ମୋଚନ ହେଲା ‘ପାଉତି’ ମୋବାଇଲ୍ ଆପ୍ । ଶନିବାର ଲୋକସେବା ଭବନରେ ଅନଲାଇନ୍ ଇ-ସାର୍ଟିଫିକେଟ୍ ୱେବସାଇଟ୍ ଓ ପାଉତି ସେବା ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ମୋବାଇଲ୍ ଆପ୍ ଜରିଆରେ ସେବା ମିଳିବ । ଏପରିକି ମୋବାଇଲ୍ ଆପରେ ଖଜଣା ମଧ୍ୟ ପୈଠ କରିହେବ । ଜାତିଗତ, ଆୟ ଓ ବାସିନ୍ଦା ପ୍ରମାଣପତ୍ର ଅନଲାଇନରେ ହାସଲ କରିପାରିବେ ସାଧାରଣ ଲୋକେ । ବିନା ଫିରେ ଏହି ସବୁ ପ୍ରମାଣପତ୍ର ମିଳିବ ।