PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଆଜିଠୁ ଆରମ୍ଭ ହେଲା ଅନଲାଇନ ତାଲିମ୍ : ଶିକ୍ଷକମାନଙ୍କୁ ଦିଆଯିବ ୫ ଦିନିଆ ଟ୍ରେନିଂ

ଭୁବନେଶ୍ବର ୪।୮ : ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ନେଇ ଆଜିଠୁ ଆରମ୍ଭ ହେଲା ଅନଲାଇନ ତାଲିମ୍। ଏହି ଅନଲାଇନ କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକାରଣ ହାଉସରେ ଉଦଘାଟନ କରିଛନ୍ତି ।

ଶିକ୍ଷକମାନଙ୍କୁ ୫ ଦିନ ଧରି ଟ୍ରେନିଂ ଦିଆଯିବ। ଛାତ୍ରଛାତ୍ରୀଙ୍କୁ ଅନଲାଇନ ଶିକ୍ଷା କିପରି ଦିଆଯିବ ସେ ନେଇ ଶିକ୍ଷକଙ୍କୁ ତାଲିମ୍ ଦିଆଯାଉଛି। ଏସବୁ ଶିକ୍ଷାନଷ୍ଠାନ ଗୁଡ଼ିକରେ ଶିକ୍ଷାଦାନ ଯେପରି କରୋନା ପାଇଁ ପ୍ରଭାବିତ ନହେଉ ଏବଂ ରେଜଲ୍ଟ ହାର ବଢୁ ସେଥିଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ସମୀର ଦାଶ। ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ ଥିଲେ ।