PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ସେପ୍ଟେମ୍ବର ୨୭ରୁ ଓୟୁଏଟି ପ୍ରବେଶିକା ପରୀକ୍ଷା, ଜାଣନ୍ତୁ ଆବେଦନ ଶେଷ ତାରିଖ

ଭୁବନେଶ୍ୱର,୦୩/୦୮: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପ୍ରବେଶିକା ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଓୟୁଏଟି ଅଧୀନ କଲେଜ ଗୁଡ଼ିକରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମ୍ପ୍ୟୁଟର ବେସଡ୍‌ ଟେଷ୍ଟ (ସିବିଟି) ମୋଡ୍‌ରେ ପରୀକ୍ଷା କରାଯିବ । ଏଥିପାଇଁ ଛାତ୍ରଛାତ୍ରୀ ଚଳିତ ମାସ ୩୧ ତାରିଖ ସୁଦ୍ଧା ଓୟୁଏଟି ୱେବସାଇଟ୍‌ରେ ଯାଇ ଆବେଦନ କରିପାରିବେ ।

ସେପ୍ଟେମ୍ବର ୧୬ରୁ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିବେ । ସେପ୍ଟେମ୍ବର ୬ରୁ ୨୫ ତାରିଖ ପର୍ଯ୍ୟନ୍ତ ମକ୍‌ ଟେଷ୍ଟ ହେବ । ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ ପାଇଁ କମନ୍‌ ସର୍ଭିସ୍‌ ସେଣ୍ଟର ସ୍ଥାପନ କରାଯାଇଛି । ଆଡ୍‌ମିଟ୍‌ କାର୍ଡ ଓ ପରୀକ୍ଷା ସମ୍ପର୍କିତ ସୂଚନା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲ୍ପଲାଇନ୍‌ ନମ୍ବରରେ ଯୋଗାଯୋଗ କରିବାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସମ୍ବନ୍ଧିତ ଖବର