PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ପୁଣି ଅସ୍ତ୍ରବିରତି ଉଲଙ୍ଘନ କଲା ପାକିସ୍ତାନ: ଭାରତର କାର୍ଯାନୁଷ୍ଠାନରେ ବଙ୍କର୍ ଧ୍ୱଂସ, ଭୟରେ ପଳାୟନ କଲେ ପାକ୍ ରେଞ୍ଜର୍ସ୍

ଶ୍ରୀନଗର, ୨୫|୧୨: ଜାମ୍ମୁ-କାଶ୍ମୀରର ବାରାମୂଳା ସେକ୍ଟରରେ ଆଜି ପାକିସ୍ତାନୀ ସେନା ଏଲଓସି ନୀକଟବର୍ତ୍ତୀ ଅଞ୍ଚଳରେ ଅସ୍ତ୍ରବିରତି ଉଲଙ୍ଘନ କରିଛି। ଏଥିରେ ଭାରତୀୟ ସେନାର ଜଣେ ଯବାନ ସହିଦ ହୋଇଯାଇଛନ୍ତି। ତେବେ ଭାରତ ଏହାର କଡା ଜବାବ ଦେଇଛି।

ସୂତ୍ରାନୁସାରେ, ଆଜି ଉରି ସେକ୍ଟରର ସିଲିକୁଟ୍ ଗ୍ରାମ ଓ ଏହାର ଆଖପାଖ ଅଞ୍ଚଳକୁ ପାକିସ୍ତାନୀ ସେନା ଟାର୍ଗେଟ୍ କରିଛି। ଏଥିରେ ପାକିସ୍ତାନ ଅନେକ ଭାରତୀୟ ପୋଷ୍ଟ ଓ ବଙ୍କରକୁ ଟାର୍ଗେଟ୍ କରିଥିଲା। ଭାରତ ମଧ୍ୟ ଏହାର କଡା ଜବାବ ଦେଇଛି। ଉଭୟ ପକ୍ଷ ମଧ୍ୟରେ ଭୀଷଣ ଗୁଳିଗୋଳା ମାଡ ହୋଇଛି। ଏହି ସମୟରେ ଜଣେ ଭାରତୀୟ ଯବାନ ସହିଦ ହୋଇଯାଇଛନ୍ତି।

ତେବେ ଭାରତୀୟ ସେନାର କଡା କାର୍ଯ୍ୟାନୁଷ୍ଠାନରେ ଅନେକ ପାକିସ୍ତାନୀ ପୋଷ୍ଟ ଧ୍ୱଂସ ହୋଇଯାଇଛି। ଫଳରେ ପାକିସ୍ତାନୀ ଯବାନମାନେ ସେଠାରୁ ପଳାୟନ କରିଥିଲେ।

ସୂଚନାଯୋଗ୍ୟ, ଭାରତ ସରକାର କାଶ୍ମୀରରୁ ଧାରା ୩୭୦ ହଟାଇବା ପରେ ପାକିସ୍ତାନ ବିଚଳିତ ହୋଇପଡିଛି। ତେଣୁ ଅଧିକାଂଶ ସମୟରେ ପାକ୍ ଅସ୍ତ୍ରବିରତ୍ତି ଉଲଙ୍ଘନ କରୁଛି। ଗତ ୨ଦିନ ତଳେ ମଧ୍ୟ ପାକ୍ ଏହା କରିଥିଲେ। ଭାରତୀୟ ଯବାନ ଏହାର ଦୃଢ ଜବାବ ଦେଇଥିଲେ। ପଳରେ ୨ଜଣ ପାକ୍ ରେଞ୍ଜର ନିହତ ହୋଇଥିଲେ।

ସମ୍ବନ୍ଧିତ ଖବର