PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢ଼ାଉ , ତାଙ୍କର ସହଯୋଗୀ ଓ ସଂପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ , ସହଯୋଗୀଙ୍କ ଘରୁ ୨୦ ଲକ୍ଷ ଟଙ୍କା ଜବତ , ବିଭିନ୍ନ କାଗଜପତ୍ର ମଧ୍ୟ ଜବତ କଲା ଭିଜିଲାନ୍ସ ଟିମ୍
  • ||
  • ଜମ୍ମୁ-କଶ୍ମୀରରେ ୨ ଅଣକାଶ୍ମୀରୀଙ୍କୁ ହତ୍ୟା କଲେ ଆତଙ୍କବାଦୀ , ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର
  • ||
  • କଟକ ଜଗତପୁର ଶିଳ୍ପାଞ୍ଚଳରେ ଅଗରବତୀ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ , ଏସ୍ଏସ୍ ଏଣ୍ଟରପ୍ରାଇଜର୍ସ ନାମକ କାରଖାନାରେ ନିଆଁ , ନିଆଁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ , ଫ୍ୟାକ୍ଟ୍ରିରେ ତିଆରି ହେଉଥିଲା ମଙ୍ଗଲଦୀପ୍ ବ୍ରାଣ୍ଡର ଅଗରବତୀ
  • ||
  • ରାୟଗଡା ସହର ଉପକଣ୍ଠ ନାଗାବଳି ନଦୀରେ ପାରଳାଖେମୁଣ୍ଡି ସହରର ଦୁଇ ଜଣ ପର୍ଯ୍ୟଟକ ନିଖୋଜ ।
  • ||
  • ପାରଳାଖେମୁଣ୍ଡି : ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ପାଇଲଟ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭରଙ୍କ ସମେତ ୫ ଆହତ
  • ||
  • ବ୍ରହ୍ମପୁର : ଗୋପାଳପୁର ବିଧାୟକ ଓ ସମର୍ଥକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
  • ||
  • ଭୋଗରାଇ : ବେଳାଭୂମି ନିକଟ ହୋଟେଲରେ ସେକ୍ସ ରାକେଟ୍‌ର ପର୍ଦ୍ଦାଫାସ୍
  • ||
  • ଭୁବନେଶ୍ୱର : ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୨୮୫କୁ ବୃଦ୍ଧି
  • ||
  • ଚଣ୍ଡିଖୋଲ : ପାରିବାରିକ କଳହର କରୁଣ ପରିଣତି, ବୋହୂକୁ ପଥରରେ ଛେଚି ହତ୍ୟା କଲା ଶାଶୂ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବାଲିଗୁଡା : ବିଦ୍ୟୁତ ତାର ଲାଗି ଯୁବକଙ୍କ ମୃତ୍ୟୁ ଘଟଣାରେ ତୁମୁଡିବନ୍ଧ ଠାରେ ଜାତୀୟ ରାଜପଥ ଅବରୋଧ, ମୁନିଗୁଡା ଓ ଭବାନୀପାଟନାକୁ ଯାତାୟତ ଠପ୍
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୩ ଦିନ ବର୍ଷା, ଆସନ୍ତାକାଲି ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷବ
  • ||
  • ଭୁବନେଶ୍ୱର : ଆଜିଠୁ ଓଜେଇଇ କାଉନ୍‌ସିଲିଂ, ୫ ନଭେମ୍ବରରେ ପ୍ରଥମ ପର୍ଯ୍ୟାୟ ଆଲର୍ଟମେଣ୍ଟ
  • ||
  • ଅଲ୍‌ ଅମିରତ୍‌ : ଆଜିଠୁ ଟି-୨୦ ବିଶ୍ବକପ୍, ସଙ୍ଘର୍ଷପୂର୍ଣ୍ଣ ହେବ ବାଂଲାଦେଶ-ସ୍କଟ୍‌ଲାଣ୍ଡ ମୁକାବିଲା
  • ||

ଏଲଓସିରେ ପାକିସ୍ତାନ ପଟୁ ଗୁଳିମାଡ, କଡା ଜବାବ ଦେଲା ଭାରତୀୟ ସେନା

source:aajtak.intoday.in

ନୁଆଦିଲ୍ଲୀ ୧୦/୩: ପାକିସ୍ତାନ ପଟୁ ଲଗାତାର ଗୁଳିମାଡ କରାଯାଉଛି । ରବିବାର ପୁଣି ପାକିସ୍ତାନ ତରଫରୁ ଜମ୍ମୁ ଓ କଶ୍ମୀରର ପୁଞ୍ଚ ଜିଲ୍ଲାରେ ଏଲଓସିରେ ଭାରୀ ଗୁଳିମାଡ କରାଯାଇଛି । ତେବେ ଏହାର କଡା ଜବାବ ଦେଇଛି ଭାରତୀୟ ସେନା । ପ୍ରତିରକ୍ଷା ମନ୍ତ୍ରାଳୟ ପ୍ରବକ୍ତା ଲେପ୍ଟିନାଣ୍ଟ କର୍ନଲ ଦେବେନ୍ଦ୍ର ଆନନ୍ଦ କହିଛନ୍ତି ଯେ ସକାଳ ପ୍ରାୟ ୪.୩୦ ମିନିଟରେ ପାକିସ୍ତାନ ସେନା କୃଷ୍ଣାଘାଟୀ ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ।

ସେ କହିଛନ୍ତି ଯେ ଆମ ସେନା ଏହାର କଡା ଜବାବ ଦେଇଛନ୍ତି । ସକାଳ ୭.୩୦ରେ ଗୁଳିମାଡ ବନ୍ଦ ହେଲା । କହିରଖୁଛୁ ପ୍ରଶାସନ ଜମ୍ମୁ କଶ୍ମୀରରେ ଅନ୍ତର୍ଜାତୀୟ ସୀମାରେ ଥିବା ପୁଞ୍ଚ ଓ ରାଜୌରୀ ଜିଲ୍ଲାରେ ନିୟନ୍ତ୍ରଣ ରେଖାର ୫ କିମି ପର୍ଯ୍ୟନ୍ତ ସବୁ ସ୍କୁଲ, କଲେଜ ବନ୍ଦ କରିଦେଇଛନ୍ତି ।

ସମ୍ବନ୍ଧିତ ଖବର