PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଗାଧୋଇବା ବେଳେ ପାଣିରେ ବୁଡ଼ିଗଲେ ବୃଦ୍ଧ

ବିନିକା, ୦୨/୦୬ : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଭଣ୍ଡାର ଗ୍ରାମରେ ଅଭାବନୀୟ ଘଟଣା। ଗାଧୋଇବା ବେଳେ ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ୭୦ ବର୍ଷୀୟ ମନବୋଧ ଭୁଏ। ଏନେଇ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ସୂଚନାନୁଯାୟୀ, ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଭଣ୍ଡାର ଗ୍ରାମ ର ମନବୋଧ ଭୁଏ(୭୦) କାମସାରି ନିଜ ଗ୍ରାମର ବନ୍ଧକୁ ଗାଧୋଇବା ପାଇଁ ଯାଇଥିଲେ । ମନବୋଧ ଗାଧୋଇବା ବେଳେ ପାଣିରେ ବୁଡ଼ି ଯାଇଥିଲେ । ପାଖରେ ଥିବା ରତନ ନାମକ ବ୍ୟକ୍ତି ତାଙ୍କୁ ବୁଡ଼ିଯାଉଥିବାର ଦେଖି ଅନ୍ୟ ଲୋକମାନଙ୍କ ସହାୟତାରେ ଉଦ୍ଧାର କରିଥିଲେ। ଏହାପରେ ମନବୋଧଙ୍କୁ ବିନିକା ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମନବୋଧଙ୍କ ମୃତ୍ୟୁ ହୋଇଛି। ଏନେଇ ମୃତକଙ୍କ ପୁଅ ଦୁଉଲଥ ଭୁଏ ଗତକାଲି ସନ୍ଧ୍ୟାରେ ବିନିକା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।