PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ ଜିଲ୍ଲାରେ ୧୯ ତାରିଖରୁ ବନ୍ଦ ରହିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର, ଟ୍ୱିଟ୍‌ କରି ସୂଚନା ଦେଲେ ଜିଲ୍ଲାପାଳ ଜ୍ଞାନ ଦାସ
  • ||
  • କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଗାଇଡ୍ ଲାଇନ୍ ଜାରି କଲେ ଏସ୍ଆରସି- କ୍ୱାରେଣ୍ଟାଇନରେ ରହିବେ କୁମ୍ଭମେଳା ଶ୍ରଦ୍ଧାଳୁ
  • ||
  • ଏସ୍‌ସିବିରୁ ହାଇଦର ଫେରାର ଘଟଣାରେ ୩ଅଭିଯୁକ୍ତ ଗିରଫ , ୨ ଜଣ ଯୁବକ ଓ ଜଣେ ଯୁବତୀ ଗିରଫ
  • ||
  • ୨୦ ଜିଲ୍ଲାର ସହରରେ ଆଜି ୯ଟାରୁ ଆରମ୍ଭ ହେଲା ନାଇଟ୍ କର୍ଫ୍ୟୁ, ସବୁ ସହରରେ ପୁଲିସର କଡ଼ାକଡ଼ି ଯାଞ୍ଚ
  • ||
  • କୋଭିଡ୍ ସ୍ଥିତିର ସମୀକ୍ଷା କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବୈଠକରେ ବରିଷ୍ଠ ଅଧିକାରୀ ଉପସ୍ଥିତ
  • ||
  • ବିଷ ପିଇଥିବା ମହିଳାଙ୍କର ଭଦ୍ରକରୁ କଟକ ଯିବା ବାଟରେ ଭଣ୍ଡାରିପୋଖରୀ ନିକଟରେ ମୃତ୍ୟୁ
  • ||
  • ଆଜି ଭୁବନେଶ୍ୱରରୁ ୪୫୧ କରୋନା ପଜିଟିଭ୍ ଆକ୍ରାନ୍ତ, କ୍ୱାରେନଣ୍ଟାଇନ୍ କଣ୍ଟାକ୍ଟରୁ ୯୧, ଲୋକାଲ୍ କଣ୍ଟାକ୍ଟ ୩୬୦ ଚିହ୍ନଟ
  • ||
  • ବ୍ୟାରେଜ୍‌ ନିର୍ମାଣ ନେଇ ଆନ୍ଧ୍ରକୁ ସହଯୋଗ କରାଯାଉ – ନବୀନଙ୍କୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଚିଠି
  • ||
  • କୋଭିଡ୍‌ ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା , ରାତି ୮ଟାରେ ବୈଠକ ଡାକିଲେ ମୋଦି , ଟିକାକରଣ ନେଇ ମଧ୍ୟ କରିପାରନ୍ତି ସମୀକ୍ଷା , ମନ୍ତ୍ରାଳୟର ବରିଷ୍ଠ ଅଧିକାରୀମାନେ ରହିବେ ଉପସ୍ଥିତ
  • ||
  • ଆସିକାରୁ ପୋଲସରା ଯାଉଥିବା ମିନି ବସ୍ କବିସୂର୍ଯ୍ୟନଗର ଥାନା ନିକଟରେ ଓଲଟି ପ୍ରାୟ ୧୦ ଗୁରୁତର
  • ||
  • ପୁଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ପ୍ରେସ୍‌ମିଟ୍ – ଆଜି ରାତି ୯ଟାରୁ ଟ୍ୱିନ୍‌ ସିଟିରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯିବ , କଟକଣା ପାଳନ କରିବାକୁ ଲୋକଙ୍କ କଲେ ନିବେଦନ
  • ||
  • ଦେଶରେ କୋଭିଡ୍‌ ଟିକାର ଅଭାବ ନାହିଁ – ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ
  • ||
  • ବଲାଙ୍ଗୀର: ଏମିତି ବି ଆସେ ମୃତ୍ୟୁ, ଚା’ ପିଉଥିଲା ବେଳେ ହଠାତ ଟଳି ପଡିଲେ ଯୁବକ
  • ||
  • ନନ୍ଦପୁର: ଗାଁ ବନ୍ଧରେ ବୁଡ଼ି କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଶାଶୁଙ୍କ ଦେହାନ୍ତ
  • ||
  • ପାରଦୀପ: ପାରଦୀପ ମାଛଧରା ବନ୍ଦରରୁ ମାଛ ଧରା ଡଙ୍ଗା ଚୋରି, ଡଙ୍ଗା ଥିଲା ୧୦ ଲକ୍ଷ ଟଙ୍କା
  • ||
  • କଟକ: ନୂଆପାଟଣା ବାଲିଘାଟକୁ ନେଇ ଏନଜିଟିଙ୍କ କଡା ଆଦେଶ, ଯେଉଁ ଏସ୍କାଭେଟରରେ ବାଲି ଖନନ ହୋଇଥିଲା ସେ ସବୁ ମେସିନକୁ ଜବତ କର
  • ||
  • କଟକ: ରେଭେନ୍ସାରେ ପୁଣି ଧାରଣା ଦେଲେ ଛାତ୍ରଛାତ୍ରୀ, ହଷ୍ଟେଲ ବନ୍ଦ ନିଷ୍ପତ୍ତିକୁ ବିରୋଧ
  • ||
  • ରାୟଗଡା: ଗୁମା ଘାଟିରେ ଅଘଟଣ, ମହୁମାଛି ଆକ୍ରମଣରେ ୪ଜଣ ଆହତ
  • ||
  • ଭୁବନେଶ୍ୱର: ବେପାରୀଙ୍କ ଠାରୁ ୧୫ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ୍
  • ||
  • ସୁନ୍ଦରଗଡ଼: ଝାଡ଼ଖଣ୍ଡରୁ ଝିରପାଣି ଦେଇ ଯାଇଥିବା ରାଉରକେଲା ପ୍ରବେଶ ପଥକୁ ସିଲ କଲା ପ୍ରଶାସନ
  • ||

୫ ହାଇ ରିସ୍କ ରାଜ୍ୟ ଫେରନ୍ତାଙ୍କ ଉପରେ କଡା ନଜର, ଏଣ୍ଟ୍ରି ପାଇଁ ଆରଟି-ପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ଵର, ୨୭/୨ : ଭୟ ବଢାଉଛି କରୋନାର ନୂଆ ଷ୍ଟ୍ରେନ। କିଛି ଦିନ ବ୍ୟବଧାନ ପରେ ପୁଣି ବଢୁଛି କରୋନା ମିଟର। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଏବଂ ଛଡିଶଗଡରେ ଉପରମୁହାଁ କରୋନା ମିଟର। ଏହାକୁ ଦୃଷ୍ଟିରେ ରଖି ଏହି ୫ଟି ରାଜ୍ୟ ଫେରନ୍ତାଙ୍କ ଉପରେ କଡା ନଜର ରଖିବାକୁ ନିର୍ଦ୍ଦେଶ ଜାରି କରିଛି ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ। ସମସ୍ତ ଜିଲ୍ଲାପାଳ, ପୌରାଞ୍ଚଳ କମିଶନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ୧୨ଟି ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସବୁ ହାଇ ରିସ୍କ ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ଵତନ୍ତ୍ର କଟକଣା ଲାଗୁ କରାଯାଇଛି।

ଏହି ୫ ରାଜ୍ୟରୁ ଫେରିଥିବା ଲୋକମାନେ ୭ ଦିନ ହୋମ ଆଇସୋଲେସନରେ ରହିବା ବାଧ୍ୟତାମୂଳକ। ଏହା ବ୍ୟତୀତ ଆରଟି-ପିସିଆର ନେଗେଟିଭ୍ ରିପୋର୍ଟ ସାଙ୍ଗରେ ଆଣିବା ବାଧ୍ୟତାମୂଳକ କରାଯାଇଛି। ତେବେ ୭୨ ଘଣ୍ଟା ଯାଏଁ ପୁରୁଣା ରିପୋର୍ଟ ଗ୍ରହଣ କରାଯିବ। ଟିକାକରଣ ପ୍ରମାଣପତ୍ର ଥିଲେ ହୋମ ଆଇସୋଲେସନ ଅନାବଶ୍ୟକ। ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଥିଲେ ସଙ୍ଗରୋଧ ଜରୁରୀ ନୁହେଁ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।