ପ୍ରମୁଖ ଖବର
  • ଦୁଇ ଦିନ ପ୍ରବଳ ଝଡ଼ ବର୍ଷା ଆଶଙ୍କା, ଆସନ୍ତା ୩ ଦିନ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲା ପାଣିପାଗ ବିଭାଗ
  • ||
  • ବିଜେପିର ମିଶନ ଓଡ଼ିଶା: ପୁଣି ଓଡ଼ିଶା ଆସିବେ ଅମିତ ଶାହ, ୮ରେ ରାୟଗଡ଼ାରେ ରାଜନାଥଙ୍କ ସମାବେଶ
  • ||
  • ବିଦ୍ୟୁତ ଆଘାତରେ ଗଲା ଜୀବନ: ବାପା-ପୁଅକୁ ମୃତ, ମା ଗୁରୁତର
  • ||
  • କର୍ଣ୍ଣାଟକ ସେକ୍ସ ସ୍କାଣ୍ଡାଲ ମାମଲା, ରେବନ୍ନାଙ୍କୁ ଗିରଫ କଲା ଏସ୍‌ଆଇଟି, ପ୍ରଜ୍ୱଳଙ୍କୁ ବ୍ଲୁ କର୍ଣ୍ଣର ନୋଟିସ
  • ||
  • ଆନ୍ଧ୍ର ଶିବଲିଙ୍ଗପୁରମ ନିକଟରେ ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ୍, ରେଳଧାରଣା ଉପରେ ପଡିଥିଲା ବଡ଼ ବଡ଼ ପଥର...
  • ||
  • ସୁପର ସନ୍ଡେରେ ଡବଲ ଫାଇଟ: ଅପରାହ୍ନରେ ପଞ୍ଜାବ-ଚେନ୍ନାଇ, ସନ୍ଧ୍ୟାରେ ଲକ୍ଷ୍ନୌ-କୋଲକାତା ଲଢ଼େଇସୁପର ସନ୍ଡେରେ ଡବଲ ଫାଇଟ: ପଞ୍ଜାବ-ଚେନ୍ନାଇ, ଲକ୍ଷ୍ନୌ-କୋଲକାତା ଲଢ଼େଇ
  • ||
  • ଆଜି ନିଟ୍‌-ୟୁଜି ପରୀକ୍ଷା: ୫୫୭ଟି ସହରରେ ପରୀକ୍ଷା କେନ୍ଦ୍ର, ୨୪ ଲକ୍ଷରୁ ଅଧିକ ଶିକ୍ଷାର୍ଥୀ ଦେବେ ଏକ୍ସଜାମ୍
  • ||
  • ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସୁରକ୍ଷା ପାଇଁ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ତାତିରେ ଲାଗିବ ବ୍ରେକ୍‌: ୩ରୁ ୫ ଡିଗ୍ରୀ ଖସିବ ପାରଦ, ଉପକୂଳ ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା
  • ||

୨୦୨୫ ଚାମ୍ପିଅନ୍ସ ଟ୍ରଫି, ପାକିସ୍ତାନ ଗସ୍ତ କରିବନି ଭାରତୀୟ ଦଳ

ନୂଆଦିଲ୍ଲୀ,୨୬/୦୪: ପାକିସ୍ତାନ ୨୦୨୫ରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିବ। କିନ୍ତୁ ଟିମ୍‌ ଇଣ୍ଡିଆ ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିବ ନାହିଁ ବୋଲି ବିସିସିଆଇର ଜଣେ ଅଧିକାରୀ କହିଛନ୍ତି । ଭାରତ-ପାକିସ୍ତାନ ମଧ୍ୟରେ ସଂପର୍କ ତିକ୍ତ ରହିଥିବାରୁ ଦୀର୍ଘ  ଏକ ଦଶନ୍ଧିରୁ ଊଦ୍ଧ୍ୱର୍ ସମୟ ଧରି ଦ୍ୱିପାକ୍ଷିକ  କ୍ରିକେଟ ସିରିଜ ଆୟୋଜନ ସ୍ଥଗିତ ରହିଛି ।  

ଅଧିକାରୀ ଜଣକ କହିଛନ୍ତି, ‘ ନିକଟ  ଭବିଷ୍ୟତରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସିରିଜ  ଆୟୋଜନ ସମ୍ଭବ ନୁହେଁ । ଯଦିଓ ଚାମ୍ପିଅନ୍ସ ଟ୍ରଫି ଆଇସିସି ଟୁର୍ଣ୍ଣାମେଣ୍ଟ ତଥାପି ଟିମ୍‌ ଇଣ୍ଡିଆ ପାକିସ୍ତାନ  ଗସ୍ତ କରିବ ନାହିଁ । ଏମିତି ହୋଇପାରେ, ନିରପେକ୍ଷ  ଭେନ୍ୟୁ କିମ୍ବା ଟୁର୍ଣ୍ଣାମେଣ୍ଟ ହାଇବ୍ରିଡ ସୂଚୀରେ  ଆୟୋଜିତ ହେବ ।’ ପୂର୍ବରୁ ଏସିଆ କପ୍‌ ମଧ୍ୟ  ହାଇବ୍ରିଡ୍‌ ସୂଚୀରେ ଖେଳାଯାଇଥିଲା । ଟୁର୍ଣ୍ଣାମେଣ୍ଟର  କିଛି ମ୍ୟାଚ୍‌ ଆୟୋଜକ ପାକିସ୍ତାନରେ ଏବଂ ଅବଶିଷ୍ଟ  ମ୍ୟାଚ୍‌ ଶ୍ରୀଲଙ୍କାରେ ଆୟୋଜିତ ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.