ଭାରସାମ୍ୟ ହରାଇ ଓଲଟିଲା ପିକ୍‌ଅପ୍ ଭ୍ୟାନ୍: ୪ମୃତ, ୮ଆହତ

ବ୍ରହ୍ମପୁର ୨୦/୪:  ଗଞ୍ଜାମ ଜିଲ୍ଲା ଖଣ୍ଡିଦେଉଳି-ବିରୁଳିଗଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା  ଘଟିଛି । ପିକ୍ ଅପ୍ ଭ୍ୟାନ ଓଲଟି ୪ ମୃତ, ୮ ଜଣ ଆହତ। ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଖଣ୍ଡିଦେଉଳି-ବିରୁଳିଗଡ ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯାଉଥିବା ବେଳେ ଓଲଟି ପଡିଯାଇଥିଲା । ପିକ୍‌ଅପ୍‌ ଭ୍ୟାନ୍‌ ଓଲଟିବା ଦ୍ୱାର ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଠ ଜଣ ଆହତ ହୋଇଥିବା ଜଣାପଡିଛି । ତେବେ ଦୁର୍ଘଟଣାର ଖବର ଶୁଣି ସ୍ଥାନୀୟ ଲୋକ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ ।  ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ସୂଚନାନୁସାରେ ସମସ୍ତ ମୃତାହତ ସ୍ଥାନୀୟ ସଦର ବ୍ଲକ ଡିହିଁଡି ଗାଁର ବୋଲି ଜଣାପଡ଼ିଛି ।  

   ସମ୍ବନ୍ଧିତ ଖବର


ଭଦ୍ରକ: ୩୨ ଲିଟର ଜିଞ୍ଜର ସହ ଦେଶୀ ରନ୍ଧା ମଦ ଜବତ, ୮ ଗିରଫ

ମିସ୍ ଇଣ୍ଡିଆ ୟୁନିଭର୍ସ -୨୦୨୦ ମୁକୁଟ ଜିତିଲେ ବୈଷ୍ଣବୀ ସିଂ, ମେଧାବୀ ଛାତ୍ରୀ ସହ ଜଣେ ଭଲ ମଡେଲର

ମୁଣ୍ଡରେ ଓଢଣୀ ଦେଇ ଓ ହାତ ଯୋଡି ନିର୍ବାଚନ ପ୍ରଚାରରେ ଲାଲୁଙ୍କ ବୋହୂ, ବାପା ଚନ୍ଦ୍ରିକା ରାୟଙ୍କ ପାଇଁ ମାଗୁଛନ୍ତି ଭୋଟ୍

କୋକେଇରେ ବସି ନିର୍ବାଚନ ପ୍ରଚାର, ଏପର୍ଯ୍ୟନ୍ତ ୧୧ ଥର ହାରି ସାରିଲେଣି

ଓଡ଼ିଶାରେ ରି-ଇନ୍‌ଫେକ୍ସନ୍‌ ହେଉଛି କରୋନା : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ

ପୁଅର ଅସ୍ଥି ଟିକକ ମିଳିଲେ ଗଙ୍ଗାରେ ବିସର୍ଜନ କରନ୍ତି…