PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା, କପି ରୋକିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର ୨୭/୧୨: ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା । ମାର୍ଚ୍ଚ୩ ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୩ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛି । ଏଥର ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି । ପରୀକ୍ଷାରେ କପି ରୋକିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ।