PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲମ୍ପିକ୍ସ : ଭାରତକୁ ଆଉ ଏକ ପଦକ, ପୁରୁଷ ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ରବିଙ୍କୁ ରୌପ୍ୟ
  • ||
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ଅଗଷ୍ଟ ୧୨ରେ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ, ତୃତୀୟ ସପ୍ତାହରେ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ

ଭୁବନେଶ୍ବର ୧୦।୮ : ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)ର ଯୁକ୍ତ ବିଜ୍ଞାନ ରେଜଲ୍ଟ। ଦିନ ସାଢ଼େ ୧୨ଟାରେ ପ୍ରକାଶ ପାଇବ ଫଳାଫଳ। ଅଗଷ୍ଟ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ। ଅଗଷ୍ଟ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ତେବେ ଛାତ୍ରଛାତ୍ରୀମାନେ orissaresults.nic.inwww.chseodisha.nic.inexamresults. net ୱେବସାଇଟ୍‌ରେ ନିଜର ରେଜଲ୍ଟ୍‌ ଦେଖିପାରିବେ ।