ପିଏସଏଲଭି-ସି-୪୭ର ସଫଳ ଉତକ୍ଷେପଣ ଲାଗି ଇସ୍ରୋ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର ୨୭/୧୧: ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କାର୍ଟୋସାଟ-୩ ଉପଗ୍ରହ ଏବଂ ଆମେରିକାର ଏକ ଡଜନରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଉପଗ୍ରହକୁ ପିଏସଏଲଭି-ଭି-ସି-୪୭ ମହାକାଶଯାନ ଜରିଆରେ ସଫଳ ଉତକ୍ଷେପଣ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହକାଶ ଗବେଷଣା ସଂଗଠନ (ଇସ୍ରୋ)ର ସମ୍ପୂର୍ଣ୍ଣ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ମୁଁ ସ୍ୱଦେଶୀ କାର୍ଟୋସାଟ-୩ ଉପଗ୍ରହ ଏବଂ ଆମେରିକାର ଏକ ଡଜନରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଉପଗ୍ରହ ସମେତ ପିଏସଏଲଭି-ସି-୪୭ର ସଫଳ ଉତକ୍ଷେପଣ ଲାଗି ଇସ୍ରୋର ସମସ୍ତ ଟିମକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି । ଉନ୍ନତ କାର୍ଟୋସାଟ-୩ ଜରିଆରେ ଆମର ହାଇ ରିଜୋଲ୍ୟୁସନ କ୍ଷମତା ବୃଦ୍ଧି ପାଇବ । ଇସ୍ରୋ ପୁଣିଥରେ ଦେଶକୁ ଗୌରବାନ୍ୱିତ କରିଛି ।”

   ସମ୍ବନ୍ଧିତ ଖବର


ୟୁପି ସରକାରଙ୍କ ଲଭ ଜିହାଦ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଞ୍ଜୁରୀ, ବେଆଇନ ଭାବେ ଧର୍ମାନ୍ତରୀକରଣ ବିରୁଦ୍ଧରେ କଡାନିୟମ ଲାଗୁ…

ମିଳିଳା ୫ ହଜାର ବର୍ଷ ପୁରୁଣା ତିମି ମାଛର କଙ୍କାଳ,ଖୋଲିବ ଏହି ସବୁ ରହସ୍ୟ

ବୈଜ୍ଞାନିକଙ୍କୁ ମିଳିଲା ବଡ଼ ସଫଳତା: ଗ୍ରହାଣୁ ଧକ୍କାକୁ ଅନୁକରଣ କରି କିଛି ମିନିଟ୍‌ ମଧ୍ୟରେ ପ୍ରୟୋଗଶାଳାରେ ବିକଶିତ କଲେ ହୀରା

ବିପତ୍ତି ଆଣିଦେଲା ସୁଯୋଗ, ଏହି କାରିଗର ଆରମ୍ଭ କରିଦେଲେ ସୁନା-ରୁପାର ମାସ୍କ

ଆତ୍ମହତ୍ୟା ଉଦ୍ୟମ କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି…

ଓଲା, ଉବର ପାଇଁ ନୂଆ ଗାଇଡ୍‌ଲାଇନ ଜାରି: କ୍ୟାବ୍‌ ଡ୍ରାଇଭର ପାଇବେ ୮୦% ଭଡ଼ା, ମୋଟ ଭଡ଼ାର ୨୦% ରଖିପାରିବେ ଆଗ୍ରିଗେଟର