ଆସନ୍ତା ୧୬ରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ସୋ’

ଭୁବନେଶ୍ୱର ୧୪/୪: ଆସନ୍ତା ୧୬ ତାରିଖରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୬ ତାରିଖ ଅପରାହ୍ନରେ ଏୟାରପୋର୍ଟରୁ ବରମୁଣ୍ଡା ଯାଏଁ ହେବ ରୋଡ୍  ସୋ’। ଗଙ୍ଗନଗର, ସିରିପୁର ଦେଇ ଯିବ ଶୋଭାଯାତ୍ରା । ଏହାପରେ ବରମୁଣ୍ଡା ପଡ଼ିଆରେ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦି । ସେହିଦିନ ସକାଳେ ସମ୍ବଲପୁରରେ ମୋଦି ସାଧାରଣ ସଭାରେ ଯୋଗଦେବେ ।

ଆସନ୍ତାକାଲି ଓଡ଼ିଶା ଆସି ପ୍ରଚାର କରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ପ୍ରଚାର କରିବେ । ମୋଦି ଓ ଯୋଗୀଙ୍କ ପ୍ରଚାର ପାଇଁ ବିଜେପି ନେତାମାନେ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି।

   ସମ୍ବନ୍ଧିତ ଖବର


ପାଠକ ବାପ-ପୁଅଙ୍କ ନୂଆ ଠିକଣା ଝାରପଡ଼ା ଜେଲ, ଗିରଫ ପରେ ଚାକିରିରୁ ନିଲମ୍ବନ କଲେ ରାଜ୍ୟ ସରକାର

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଉତ୍କଳକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ କଲେ ଅନୁରୋଧ

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନାର ତାଲିକା ଘୋଷଣା କଲା ଓଡ଼ିଶା ଲଳିତ କଳା ଏକାଡେମୀ

ଗିରଫ ହେଲେ କୁବେର ଆଇଏଫ୍‌ଏସ୍‌ ଅଭୟକାନ୍ତ ଓ ତାଙ୍କ ପୁଅ, ଭିଜିଲାନ୍ସ ଜବତ କରିଥିଲା ପୁଳା ପୁଳା ବେହିସାବ ଟଙ୍କା ଓ ଠକେଇର ଦଲିଲ

ଆକାଶଙ୍କ ପ୍ରେମିକାଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ସେପଟେ କଂଗ୍ରେସ ପଚାରିଲା- ପାଠକଙ୍କ ସହ କେଉଁ ବିଧାୟକଙ୍କ ରହିଛି ସମ୍ପର୍କ ?