PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ୱାର୍ଲଡ ସ୍କିଲ୍‌ ସେଣ୍ଟରକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ୱର ଖଣ୍ଡଗିରି ପାହାଡ଼ରେ ନିଆଁ ଲାଗି ଜଳିଗଲା ୫ଏକର ଜଙ୍ଗଲ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ଫୁଲବାଣୀ: ନାବାଳିକା ବଳାତ୍କାରୀକୁ ୧୦ ବର୍ଷ ଜେଲଦଣ୍ଡ
  • ||
  • ଫୁଲବାଣୀ: ସରକାରୀ ଅନୁଦାନ ହଡ଼ପ ଅଭିଯୋଗରେ ଦୁଇ ଶିକ୍ଷକଙ୍କୁ ୪ ବର୍ଷ ଲେଖାଏଁ ଜେଲ
  • ||
  • ଆଣ୍ଟିଲିଆ ବାହାରୁ ମିଳିଲା ସ୍କର୍ପିଓ ମାଲିକଙ୍କ ମୃତଦେହ, କଲାବା ଡ୍ୟାମ୍‌କୁ ଡେଇଁ ମନସୁଖ ହିରନଙ୍କ ଆତ୍ମହତ୍ୟା ସନ୍ଦେହ , ରିଲାଏନ୍ସ ଅଧ୍ୟକ୍ଷ ମୁକେଶ ଅମ୍ୱାନୀଙ୍କ ଘର ଆଣ୍ଟିଲିଆ
  • ||
  • ମୋହନା ବିଡ଼ିଓ ବଂଶୀଧର ଖୋସଲା ନିଲମ୍ୱିତ, କାଜୁ ନିଲାମ ପ୍ରକ୍ରିୟାରେ ହେରଫେର ଅଭିଯୋଗରେ ନିଲମ୍ୱନ କଲା ପଞ୍ଚାୟତିରାଜ ବିଭାଗ
  • ||
  • ବହୁ ଚର୍ଚ୍ଚିତ ଅଞ୍ଜନା ଗଣଦୁଷ୍କର୍ମ ମାମଲା , ୨ ଦିନିଆ ରିମାଣ୍ଡ ଶେଷ ପରେ ଝାରପଡ଼ା ଜେଲକୁ ଫେରିଲା ଅଭିଯୁକ୍ତ ବିବନ
  • ||
  • ବାଲେଶ୍ୱର: ଏସଏଫଡ଼ିଆର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
  • ||
  • ଶ୍ରୀମନ୍ଦିରର ବିକାଶ ପାଇଁ ମହାରାଜା ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ନନ୍ଦପୁର: ଭୁସୁଡ଼ିଲା ସିଡ଼ାପୁଟ ପୋଲ, ୮ ଗ୍ରାମବାସୀ ଯୋଗାଯୋଗରୁ ବିଛିନ୍ନ
  • ||
  • ସ୍କାଏ ଲାଇଟ୍ ଭାଙ୍ଗି ଚନ୍ଦ୍ରଶେଖରପୁର ଥାନାରୁ ଅଭିଯୁକ୍ତ ଚମ୍ପଟ, ଚୋରି ମାମଲାରେ ବୁଧବାର ରାତିରେ ପୁଲିସ ଉଠାଇ ଆଣିଥିଲା
  • ||
  • କଟକ: ପିଲଗ୍ରିମ ରୋଡ ଦାସ ସାହି ବସ୍ତି ଉଚ୍ଛେଦ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • କଟକ: ମହାନଦୀ ପଠାର ୨୪ ଏକର ଜମି ଏସସିବିକୁ ଦିଆଯିବା ମାମଲା। କେନ୍ଦ୍ରୀୟ ଜଳ ଆୟୋଗ ରାଜ୍ୟ ଜଳସମ୍ପଦ ବିଭାଗକୁ ତଥ୍ୟ ମାଗିଲେ ମହାନଦୀ ପଠାର ୨୪ ଏକର ଜମି ଏସସିବିକୁ ଦିଆଯିବା ମାମଲା। କେନ୍ଦ୍ରୀୟ ଜଳ ଆୟୋଗ ରାଜ୍ୟ ଜଳସମ୍ପଦ ବିଭାଗକୁ ତଥ୍ୟ ମାଗିଲେ ହାଇକୋର୍ଟ
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାଗର ଯାତ୍ରା ଉପରେ କଟକଣା, ୧୦ ତାରିଖ ସକାଳ ୭ଟାରୁ ୧୨ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ପୀଠରେ ଲାଗୁ ହେବ ୧୪୪ ଧାରା
  • ||
  • ଭୁବନେଶ୍ଵର : ଦିଲ୍ଲୀରେ ନୁହେଁ କଟକରେ ଶୁଣାଣି ହେବ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା, ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ଚାଲିବ ମାମଲା
  • ||
  • ଗୁଣପୁର: ପୁଟାସିଂ ଥାନାର ମହିଳା ଆଇଆଇସି ଗଞ୍ଜେଇ ଜବତ ପାଇଁ ଯାଇଥିବା ବେଳେ ଘଟିଲା ଘଟଣା, ବିଳମ୍ବିତ ରାତିରେ ମହିଳା ଅଧିକାରୀକୁ ଆକ୍ରମଣ କଲେ ଶତାଧିକ ଲୋକ, ପୋଡ଼ିଲେ ଜବତ ଗଞ୍ଜେଇ
  • ||
  • ଘଟଗାଁ: ମହିଳା ତାରିଣୀ ଭକ୍ତ ଉପରେ ଚଢ଼ିଗଲା ବାଲି ବୋଝେଇ ଟ୍ରକ, ଗୁରୁତର ଅବସ୍ଥାରେ ଡାକ୍ତରଖାନରେ ଭର୍ତ୍ତି
  • ||
  • ଭୁବନେଶ୍ବର: ପଞ୍ଚାୟତିରାଜ ଦିବସ ପାଇଁ ଆଜି ରାଜ୍ୟର ସମସ୍ତ ସ୍କୁଲ , କଲେଜ୍ ଓ ବିଶ୍ଵବିଦ୍ୟାଳୟ ଛୁଟି
  • ||
  • ସମ୍ବଲପୁର: ସମଲେଶ୍ବରୀ ମନ୍ଦିର ପୂଜକଙ୍କ ରାସ୍ତାରୋକ, ମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ସହିତ ମନ୍ଦିରକୁ ପୂଜା ସାମଗ୍ରୀ ଅନୁମତି ଦାବି
  • ||
  • ବଲାଙ୍ଗିର : ଧୋବା ପଡା ଡ୍ରେନରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

PNB ଖାତାଧାରୀଙ୍କ ପାଇଁ ବଡ ଖବର, ୧ ଫେବୃୟାରୀରୁ ଏହି ATMରୁ ଉଠାଇ ପାରିବେନି କ୍ୟାଶ୍

https://hindi.news18.com/

ନୂଆଦିଲ୍ଲୀ ୧୮/୧: ସାରା ଦେଶରେ ବଢୁଥିବା ଏଟିଏମ୍ ଠକେଇକୁ ରୋକିବା ପାଇଁ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ ବଡ ପଦକ୍ଷେପ ଉଠାଇଛି । ଯଦି ଆପଣଙ୍କ ଖାତା ମଧ୍ୟ ପିଏମବିରେ ଅଛି ତେବେ ଏହା ଆପଣଙ୍କ ପାଇଁ ବଡ ଖବର । ୧ ଫେବୃୟାରୀରୁ ପିଏନବି ଗ୍ରାହକ ନନ୍-ଇଏମଭି ଏଟିଏମ ମେସିନରୁ ନେଣଦେଣ କରିପାରିବେ ନାହିଁ । ଅର୍ଥାତ୍ ଆପଣ ନନ୍-ଇଭିଏମ୍ ମେସିନରୁ କ୍ଯାଶ୍ ବାହାର କରିପାରିବେନି । ପିଏମବି ନିଜ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛି ।

ବିନା ଇଏମଭି ମେସିନରୁ କରିପାରିବେନି ଟ୍ରାଞ୍ଜାକ୍ସନ
ବ୍ୟାଙ୍କ କହିଛି କି ଠକେଇ ମାମଲାକୁ ରୋକିବା ପାଇଁ ପିଏନବି ଏମିତି ପଦକ୍ଷେପ ଉଠାଇଛି । ଏଥିରେ ଗ୍ରାହକଙ୍କ ପଇସା ସୁରକ୍ଷିତ ରହିବ । କହିରଖୁଛୁ ନନ୍-ଇଏମଭି ଏଟିଏମ୍ ଯେଉଁଥିରେ ନେଣଦେଣ ସମୟରେ କାର୍ଡ ରଖାଯାଏନି । ଏଥିରେ ମ୍ୟାଗ୍ନେଟିକ୍ ଷ୍ଟ୍ରିପ୍ ଜରିଆରେ ଡାଟାକୁ ରିଡ୍ କରାଯାଏ । ଇଏମଭି ଏଟିଏମରେ କାର୍ଡକୁ କିଛି ସେକେଣ୍ଡ୍ସ ପାଇଁ ଲକ୍ କରାଯାଏ । ଆପଣଙ୍କ ଟ୍ରାଞ୍ଜାକ୍ସନ ସରିଲେ କାର୍ଡ ଆପେ ଆପେ ବାହାରିଆସେ । ଏହି ଟେକ୍ନୋଲୋଜିରେ ଠକେଇ ମାମଲା ହେବାର ଆଶଙ୍କା କମ୍ ଥାଏ । ଆପଣ ଏମିତି ମେସିନରେ ହୁଏତ ପୂର୍ବରୁ ମଧ୍ୟ ଟ୍ରାଞ୍ଜାକ୍ସନ କରିଥିବେ । କିନ୍ତୁ ୧ ଫେବୃୟାରୀରୁ ଆପଣ କେବଳ ଏହି ମେସିନରୁ ପଇସା ବାହାର କରିପାରିବେ ।

କହିରଖୁଛୁ ପିଏନବି ନିକଟରେ ନିଜ ଗ୍ରାହକଙ୍କୁ PNBOne ଆପ୍ ଜରିଆରେ ନିଜ ଏଟିଏମ ଡେବିଟ୍ କାର୍ଡକୁ ଅନ୍/ଅଫ୍ କରିବାକୁ ସୁବିଧା ଦେଇଛି । ଆପଣ ନିଜ କାର୍ଡକୁ ୟୁଜ୍ ନକଲେ ଏପ୍ ଅର୍ଥାତ୍ ବନ୍ଦ କରିପାରିବେ । ଏମିତି କରିବା ଦ୍ୱାରା ଆପଣଙ୍କ ବ୍ୟାଙ୍କ ଖାତାରେ ଆପଣଙ୍କ ପଇସା ସୁରକ୍ଷିତ ରହିପାରିବ ।