PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର : ବିଦ୍ୟୁତ ଆଘାତରେ ବୃଦ୍ଧ ମୃତ, ପାଣିରେ ବୁଡି ଯୁବକ ମୃତ
  • ||
  • ଭୁବନେଶ୍ୱର : ଓଡ଼ିଶା ଅନଲକ୍‌ ହେବା ନେଇ ସୋସିଆଲ ମିଡିଆରେ ପ୍ରଚାର ହେଉଛି ଗୁଜବ, ସ୍ପଷ୍ଟୀକରଣ ଦେଲେ SRC- ଏଭଳି ମାର୍ଗଦର୍ଶିକା ଜାରି ହୋଇନି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୩୩୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ପାର୍
  • ||
  • ଭୁବନେଶ୍ୱର : ଗଣପର୍ବ ରଜ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

ଭୁବନେଶ୍ବର ଏଜି ଛକରେ ଟ୍ରାଫିକ୍ ସଚେତନତା କାର୍ଯ୍ୟକ୍ରମ: ଲୋକଙ୍କୁ ଦିଆଯାଉଛି ଚକୋଲେଟ୍ ଓ ଥ୍ୟାଙ୍କ ୟୁ କାର୍ଡ

ଭୁବନେଶ୍ବର ୮।୯: ଆଜି ଭୁବନେଶ୍ବର ଏଜି ଛକରେ ଟ୍ରାଫିକ୍ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ କରାଯାଇଛି । ଟ୍ରାଫିକ୍ ଡିସିପି ସାଗରିକା ନାଥଙ୍କ ନେତୃତ୍ବରେ ଲୋକଙ୍କୁ ଟ୍ରାଫିକ୍ ନିୟମ ନେଇ ସଚେତନ କରୁଛନ୍ତି ପୋଲିସ ଅଫିସର ।

ଗତକାଲି ଟ୍ରାଫିକ୍ ନିୟମକୁ ନେଇ ରାଜମହଲ ଛକରେ ପୋଳିସ-ଜନତା କଥା କଟାକଟି ହୋଇତିବାବେଳେ ଆଜି ଲୋକଙ୍କୁ ଚକୋଲେଟ୍ ଦେଇ ସଚେତନ କରୁଛି ପୋଲିସ । ରାଜଧାନୀରେ ଲୋକେ ସଚେତନ ହେବା ସହିତ ଯେପରି ଆଗକୁ କୌଣସି ସମସ୍ୟା ନଉପୁଜେ ସେଥିପାଇଁ ପୋଲିସ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି କୁହାଯାଇଛି।