PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ

ଭୁବନେଶ୍ଵର, ୩୦/୦୫ : ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ୬୪ ବର୍ଷ ବୟସରେ ଦେହାନ୍ତ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଆଜି ସକାଳୁ ତାଙ୍କର ଦେହାନ୍ତ ହୋଇଥିବା ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ମହାରଥୀ ସୂଚନା ଦେଇଛନ୍ତି।

ପ୍ରଣୟ ମହାରଥୀ କିଛିଦିନ ତଳେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପ୍ରଣୟଙ୍କ ପୁଅ ସୂଚନା ଦେଇଛନ୍ତି। ସ୍ଵର୍ଗତ ମହାରଥୀଙ୍କ ଦେହାନ୍ତ ପରେ ତାଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି।