PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ପ୍ରଫୁଲ୍ଲ ଘଡାଇଙ୍କୁ ଦଳର ଉପସଭାପତି ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର ୧୫/୪: ପ୍ରଫୁଲ୍ଲ ଘଡାଇଙ୍କୁ ମିଳିଲା ନୂଆ ଦାୟିତ୍ୱ । ପ୍ରଫୁଲ୍ଲଙ୍କୁ ଦଳର ଉପସଭାପତି ପଦରେ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଘଡାଇଙ୍କୁ ଖୋର୍ଦ୍ଧା, ରଣପୁର, ଚିଲିକାର ବରିଷ୍ଠ ପର୍ଯ୍ଯବେକ୍ଷକ ଦାୟିତ୍ୱ ମିଳିଛି ।

ନିକଟରେ ଘଡାଇଙ୍କୁ ଉପରୁ ବହିଷ୍କାର ଆଦେଶ ହଟାଇଦେଇଥିଲେ ଦଳ ସୁପ୍ରିମୋ । ଦଳ ବିରୋଧୀ ମନ୍ତବ୍ଯ ଦେଇ ବିଜେଡିରୁ ବହିଷ୍କାର ହୋଇଥିଲେ ପ୍ରଫୁଲ୍ଲ । ଦଳକୁ ଫେରିବା ପରେ ଦଳ ସୁପ୍ରିମୋ ନବୀନଙ୍କୁ ପ୍ରଶଂସା କରି ସେ ଧନ୍ୟବାଦ ଜଣାଇଥିଲେ । ସେ  କହିଥିଲେ ଯେ ‘ଦଳରେ ଥିଲି ଏବଂ କାମ କରୁଥିଲି । ମୋତେ ପୁଣି ଦଳ ପାଇଁ କାମ କରିବାକୁ ସୁଯୋଗ ମିଳିଛି ଏବଂ ମୁଁ ପୁଣି ପୂର୍ବଭଳି କାମ କରିବି । ତେବେ ଆଜି ତାଙ୍କୁ ଉପସଭାପତି ପଦରେ ନିଯୁକ୍ତି ଦେଇଛନ୍ତି ନବୀନ ।

ସମ୍ବନ୍ଧିତ ଖବର