ପାଣି ଘେରରୁ ଉଦ୍ଧାର ହେଲେ ଗର୍ଭବତୀ ମହିଳା

ଭଦ୍ରକ ୨୮।୮:  ପାଣି ଘେରରୁ ଉଦ୍ଧାର ହେଲେ ଗର୍ଭବତୀ ମହିଳା। ଭଣ୍ଡାରିପୋଖରୀ ବ୍ଲକ ଜଳହରି ଗ୍ରାମ ବନ୍ୟା ଘେରରେ ରହିଛି। ବନ୍ୟା ପାଣି ମାଡିଆସିଥିବା ଯୋଗୁଁ ଘର-ଦୁଆର ବୁଡ଼ି ଯାଇଥିଲା। ଯାହାଫଳରେ ପାଣି ଘେରରେ ଗର୍ଭବତୀ ମହିଳା ଜଣକ ଫସି ରହି ଯାଇଥିଲେ। ଏନଡିଆରଏଫ ଟିମ୍‌ ଘଟଣାସ୍ଥଳରେ ପହଁଞ୍ଚି ଉକ୍ତ ମହିଳାଙ୍କୁ ଉଦ୍ଧାର କରିଛି। ଏଥିସହ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲକୁ ପଠାଇବା ଲାଗି ବନ୍ଦୋବସ୍ତ କରାଯାଇଛି।

   ସମ୍ବନ୍ଧିତ ଖବର


ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତକୁ ନରସିଂହପୁରରୁ ଉଠାଇ ନେଲା କୋଲକାତା ପୁଲିସ

ଜାନୁଆରୀ ପହିଲାରୁ ରାଜ୍ୟରେ ବିଜୁଳି ସଙ୍କଟ ! ଡିସେମ୍ବର ୩୧ ସୁଦ୍ଧା ବନ୍ଦ ହେବ ୪୬୦ ମେଗାୱାଟ୍‌ ବିଶିଷ୍ଟ ଥର୍ମାଲ୍‌ ପ୍ଲାଣ୍ଟ, ଅନିଶ୍ଚିତତାରେ ନୂତନ ପ୍ଲାଣ୍ଟ୍‌ ସ୍ଥାପନ

ଆଜିଠୁ କୋଣାର୍କ ଉତ୍ସବ, ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ

ଜୀବିକା ନେଲା ଜୀବନ, ମାଛ ଧରିବାକୁ ଯାଇ ମୃତ୍ୟୁର ଜାଲରେ ଫସିଗଲେ ଯୁବକ

ନିର୍ବନ୍ଧ ପରେ ବି ପୁରୁଣା ପ୍ରେମିକାକୁ ଭୁଲି ପାରିଲେନି ପ୍ରେମିକ, ତା’ ପରେ କାହାର ହେଲା ବିଜୟ…

ଭିନ୍ନ ଜାତିରେ ବାହା ହୋଇଥିଲେ ବୋଲି… ଭାଇ ଶବକୁ ଛୁଇଁଲାନି ଭାଇ, ସ୍ୱେଚ୍ଛାସେବୀ କଲେ ସଂସ୍କାର