PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ମହୁଲ ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ !

ମୋରଡା, ୦୪/୦୬ : ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଆତ୍ମହତ୍ୟା ସନ୍ଦେହ। ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଧାନଶୋଳ ନିକଟରେ ଥିବା ଏକ ମହୁଲ ଗଛରୁ ଏକ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

ସୂଚନାନୁଯାୟୀ, ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଧାନଶୋଳ ନିକଟରେ ଥିବା ଏକ ମହୁଲ ଗଛରୁ ଦୁଇ ଜଣ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସ୍ଥାନିୟ ଲୋକମାନେ ଆଜି ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ରାସଗୋବିନ୍ଦପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଦୁଇ ଯୁବକ ଯୁବତୀଙ୍କ ଘର ଦରଖୁଳି ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡିଛି। ପ୍ରେମ ଜନିତ କାରଣରୁ ସେମାନେ ଆତ୍ମହତ୍ୟା କରିତାଇ ପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ପୋଲିସ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।