ପ୍ରମୁଖ ଖବର
  • ଶଙ୍ଖ ଛାଡି ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ, ସ୍ବାଗତ କଲେ ବିଜେପି ସଭାପତି ମନମୋହନ ସାମଲ
  • ||
  • ମେ'୨୦ ରେ ବନ୍ଦ ରହିବ ସେୟାର ବଜାର, ଲୋକସଭା ମତଦାନ ପାଇଁ ଏନ୍‌ଏସ୍ଇ ପକ୍ଷରୁ ଛୁଟି ଘୋଷଣା
  • ||
  • ଜୁଲାଇ ୧୫ରେ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ପରୀକ୍ଷା କାର୍ଯ୍ୟସୂଚୀ
  • ||
  • ରଥଖଳା ହାଲ୍‌ଚାଲ୍‌...ତୁମ୍ବରେ ଚାଲିଛି ବିନ୍ଧ ଖୋଦେଇ, ନୃସିଂହ ଚତୁର୍ଦ୍ଦଶୀରେ ଖୋଳା ଯିବ ଜନ୍ତା ଗାଡ଼
  • ||
  • ସୋମବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ: ୪୯ ଆସନରେ ହେବ ମତଦାନ, ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • 8. ସନ୍ଡେ’ରେ ଡବଲ୍ ଫାଇଟ୍, ହାଇଦ୍ରାବାଦକୁ ଭେଟିବ ପଞ୍ଜାବ, ସନ୍ଧ୍ୟାରେ ରାଜସ୍ଥାନ-କୋଲକାତା ଟକ୍କର
  • ||
  • ଦାନା ବାନ୍ଧୁଛି ଲଘୁଚାପ: କମ୍‌ ପବନ, ବେଶି ବର୍ଷା ହୋଇପାରେ, ତୃତୀୟ ପର୍ଯ୍ୟାୟ ଭୋଟ ଦିନ ବଡ଼ ବର୍ଷା ଆଶଙ୍କା
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମୀର ରଞ୍ଜନ ଦାଶ, ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର
  • ||

ଭୁବନେଶ୍ଵରରେ ହେବ ହାଇ ଭୋଲଟେଜ୍ ପ୍ରଚାର, ୧୦ରେ ରୋଡ ଶୋ' କରିବେ ମୋଦି

ଭୁବନେଶ୍ଵର, ୦୭/୦୫ : ରାଜଧାନୀରେ ହେବ ହାଇ ଭୋଲଟେଜ ପ୍ରଚାର। ଆସନ୍ତା ୧୦ ତାରିଖରେ ଭୁବନେଶ୍ଵରରେ ରୋଡ ଶୋ' କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସନ୍ଧ୍ୟା ୬ଟାରେ ରୋଡ ଶୋ' ହେବ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ହେବ ରାଲି କରିବେ ମୋଦି। ଏହି ରୋଡ ଶୋ’ରେ ଯୋଗ ଦେବାକୁ ଅପରାଜିତା ଷଡ଼ଙ୍ଗୀ ଅପିଲ କରିଛନ୍ତି। ଅଡିଓ ବାର୍ତ୍ତା ମାଧ୍ୟମରେ ସେ ଲୋକମାନଙ୍କୁ ଅପିଲ କରିଛନ୍ତି।

ମତଦାନ ତାରିଖ ପାଖେଇ ଆସୁଛି । ପ୍ରଚାର ଜୋର୍‌ ଧରିବାରେ ଲାଗିଲାଣି । ସବୁ  ପ୍ରମୁଖ ଦଳଙ୍କ ପ୍ରଚାରକୁ ଜୋରଦାର୍ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆସନ୍ତା ୧୧ରେ କନ୍ଧମାଳ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଫୁଲବାଣୀରେ ଏକ ବିଶାଳ ଜନସଭାରେ ଯୋଗ ଦେଇ  ଭୋଟ୍‌ ମାଗିବେ ପ୍ରଧାନମନ୍ତ୍ରୀ ।




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.