ପ୍ରମୁଖ ଖବର
  • ଯାଜପୁର,ଯୋକଡିଆ ନିକଟ ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇ ପାଣିରେ ଭାସିଯାଇ ୨ ଭାଇ ନିଖୋଜ
  • ||
  • ବିଧାନସଭା କ୍ଷେତ୍ର ପାଇଁ ଆଉ ୪ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ପ୍ରକାଶ ପାଇଁ ଓଡ଼ିଶା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି, ମେ ୧୩ ତାରିଖରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ
  • ||
  • ବିଶ୍ୱ ଐତିହ୍ୟ ଦିବସ: ଆଜି ସୂର୍ଯ୍ୟମନ୍ଦିରରେ ମାଗଣା ପ୍ରବେଶ କରିପାରିବେ ପର୍ଯ୍ୟଟକ
  • ||
  • ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଶୁକ୍ରବାର ୧୦୨ ଆସନରେ ହେବ ମତଦାନ, ୧୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ
  • ||
  • IPL 2024ରେ ପଞ୍ଜାବକୁ ଭେଟିବ ମୁମ୍ବାଇ, ତିଳକ-ଅର୍ଶଦୀପ ଲଢ଼େଇକୁ ଅପେକ୍ଷା
  • ||
  • ଆହୁରି ତେଜିବ ତାତି, ସପ୍ତାହେ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ଖରା ପାଇଁ ତିନି ଦିନ ସ୍କୁଲ ଛୁଟି
  • ||

ବଘିଆପଡା ସେକ୍ସନରେ ଦୁଇ ଦନ୍ତା ହାତୀ ମୃତ୍ୟୁ ଘଟଣା, ୩ ଗ୍ରାମବାସୀଙ୍କୁ ଉଠାଇ ଆଣିବା ପ୍ରତିବାଦରେ ତାତିଲେ ଲୋକେ

ବୌଦ୍ଧ, ୨୭/୫ : ବୌଦ୍ଧ ରେଞ୍ଜ ବଘିଆପଡା ସେକ୍ସନରେ ଦୁଇ ଦନ୍ତା ହାତୀ ମୃତ୍ୟୁ ଘଟଣାକୁ ନେଇ ୩ ଗ୍ରାମବାସୀଙ୍କୁ ବନ ବିଭାଗ ଉଠାଇ ଆଣିବା ପ୍ରତିବାଦରେ ତାତିଲେ ଲୋକେ । ଏହାର ପ୍ରତିବାଦରେ ବୌଦ୍ଧ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ଗ୍ରାମବାସୀ । ବାହାରେ ବିଭିନ୍ନ ନାରାବାଜି ଦେବା ସହ ସେକ୍ସନ ଅଫିସରେ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ ।

{"id":421734,"sizeSlug":"large","linkDestination":"none"}

ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ପରିସ୍ଥିତିକୁ ଆୟତ୍ତକୁ ଆଣିବା ଲାଗି ପୋଲିସ ଫୋର୍ସ ମୁତୟନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.